୨ କରିନ୍ଥୀୟ 7:6 - ପବିତ୍ର ବାଇବଲ6 କିନ୍ତୁ ଯେଉଁ ପରମେଶ୍ୱର ଭାଙ୍ଗି ପଡ଼ିଥିବା ଲୋକକୁ ସାନ୍ତ୍ୱନା ଦିଅନ୍ତି, ସେ ତୀତସଙ୍କର ଆଗମନ ଦ୍ୱାରା ଆମ୍ଭମାନଙ୍କୁ ମଧ୍ୟ ସାନ୍ତ୍ୱନା ପ୍ରଦାନ କଲେ। See the chapterପବିତ୍ର ବାଇବଲ (Re-edited) - (BSI)6 ତଥାପି ଭଗ୍ନୋତ୍ସାହମାନଙ୍କୁ ସାନ୍ତ୍ଵନା ଦିଅନ୍ତି ଯେ ଈଶ୍ଵର, ସେ ତୀତସଙ୍କ ଆଗମନ ଦ୍ଵାରା ଆମ୍ଭମାନଙ୍କୁ ସାନ୍ତ୍ଵନା ଦେଲେ, See the chapterଓଡିଆ ବାଇବେଲ6 ତଥାପି ଭଗ୍ନୋତ୍ସାହମାନଙ୍କୁ ସାନ୍ତ୍ୱନା ଦିଅନ୍ତି ଯେ ଈଶ୍ୱର, ସେ ତୀତସଙ୍କ ଆଗମନ ଦ୍ୱାରା ଆମ୍ଭମାନଙ୍କୁ ସାନ୍ତ୍ୱନା ଦେଲେ, See the chapterପବିତ୍ର ବାଇବଲ (CL) NT (BSI)6 କିନ୍ତୁ ଅବହେଳିତମାନଙ୍କୁ ସାନ୍ତ୍ୱନା ଦେଇଥିବା ଈଶ୍ୱର ତିତମଙ୍କୁ ପଠାଇ ଆମକୁ ଉତ୍ସାହ ଦେଇଛନ୍ତି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ତଥାପି ଭଗ୍ନୋତ୍ସାହମାନଙ୍କୁ ସାନ୍ତ୍ୱନା ଦିଅନ୍ତି ଯେ ଈଶ୍ବର, ସେ ତୀତସଙ୍କ ଆଗମନ ଦ୍ୱାରା ଆମ୍ଭମାନଙ୍କୁ ସାନ୍ତ୍ୱନା ଦେଲେ, See the chapter |