୨ କରିନ୍ଥୀୟ 7:8 - ପବିତ୍ର ବାଇବଲ8 ଯଦିଓ ପତ୍ର ଲେଖି ମୁଁ ତୁମ୍ଭମାନଙ୍କ ମନରେ ଦୁଃଖ ଦେଲି, କିନ୍ତୁ ମୁଁ ଏହା ଲେଖିଲି ବୋଲି ମୁଁ ଦୁଃଖିତ ନୁହେଁ। ମୁଁ ଜାଣେ ଯେ ସେହି ପତ୍ର ତୁମ୍ଭମାନଙ୍କୁ ଦୁଃଖ ଦେଲା ସେଥିପାଇଁ ମୁଁ ଦୁଃଖିତ। କିନ୍ତୁ ତାହା ତୁମ୍ଭମାନଙ୍କୁ ଅଳ୍ପ ସମୟ ପାଇଁ ଦୁଃଖ ଦେଲା। See the chapterପବିତ୍ର ବାଇବଲ (Re-edited) - (BSI)8 ଯେଣୁ ମୋହର ପତ୍ର ଦ୍ଵାରା ଯଦ୍ୟପି ମୁଁ ତୁମ୍ଭମାନଙ୍କୁ ଦୁଃଖ ଦେଲି, ତଥାପି ମୁଁ ସେଥିସକାଶେ ଦୁଃଖିତ ନୁହେଁ; ସେହି ପତ୍ର ତୁମ୍ଭମାନଙ୍କୁ ଅଳ୍ପକାଳ ନିମନ୍ତେ ସୁଦ୍ଧା ଦୁଃଖ ଦେଇଥିବାର ଦେଖି ମୁଁ ଦୁଃଖିତ ହୋଇଥିଲେ ସୁଦ୍ଧା ଦ୍ଵି.କରି. ୨:୨,୪ See the chapterଓଡିଆ ବାଇବେଲ8 ଯେଣୁ ମୋହର ପତ୍ର ଦ୍ୱାରା ଯଦ୍ୟପି ମୁଁ ତୁମ୍ଭମାନଙ୍କୁ ଦୁଃଖ ଦେଲି, ତଥାପି ମୁଁ ସେଥିସକାଶେ ଦୁଃଖିତ ନୁହେଁ; ସେହି ପତ୍ର ତୁମ୍ଭମାନଙ୍କୁ ଅଳ୍ପ କାଳ ନିମନ୍ତେ ସୁଦ୍ଧା ଦୁଃଖ ଦେଇଥିବାର ଦେଖି ମୁଁ ଦୁଃଖିତ ହୋଇଥିଲେ ସୁଦ୍ଧା See the chapterପବିତ୍ର ବାଇବଲ (CL) NT (BSI)8 ମୋର ଚିଠି ପଢ଼ି ତୁମ୍ଭେମାନେ ମର୍ମାହତ ହୋଇଥିଲ ସୁଦ୍ଧା, ସେହି ଚତଠି ଲେଖି ଥିବାରୁ ମୋ’ ମନରେ କିଛି ଦୁଃଖ ନାହିଁ। ଚିଠିଟି ତୁମ୍ଭମାନଙ୍କୁ କ୍ଷଣକ ପାଇଁ ଶେକାର୍ତ୍ତ କରି ଥିବାରୁ ମୁଁ ଦୁଃଖିତ ହୋଇ ଥାଆନ୍ତି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଯେଣୁ ମୋହର ପତ୍ର ଦ୍ୱାରା ଯଦ୍ୟପି ମୁଁ ତୁମ୍ଭମାନଙ୍କୁ ଦୁଃଖ ଦେଲି, ତଥାପି ମୁଁ ସେଥିସକାଶେ ଦୁଃଖିତ ନୁହେଁ; ସେହି ପତ୍ର ତୁମ୍ଭମାନଙ୍କୁ ଅଳ୍ପ କାଳ ନିମନ୍ତେ ସୁଦ୍ଧା ଦୁଃଖ ଦେଇଥିବାର ଦେଖି ମୁଁ ଦୁଃଖିତ ହୋଇଥିଲେ ସୁଦ୍ଧା See the chapter |