୨ କରିନ୍ଥୀୟ 8:2 - ପବିତ୍ର ବାଇବଲ2 ସେହି ବିଶ୍ୱାସୀମାନେ ମହାକ୍ଳେଶ ଦୁଃଖ ଦ୍ୱାରା ପରୀକ୍ଷିତ ହେଲେ। ଏବଂ ସେମାନେ ଅତି ଗରିବ। କିନ୍ତୁ ସେମାନଙ୍କ ମହାନନ୍ଦ ହେତୁ ସେମାନେ ପ୍ରଚୁର ଉଦାରତାର ଦାନ ଦେଇଥିଲେ। See the chapterପବିତ୍ର ବାଇବଲ (Re-edited) - (BSI)2 ସେମାନେ ମହା କ୍ଳେଶରୂପ ପରୀକ୍ଷାରେ ପଡ଼ିଲେ ହେଁ ସେମାନଙ୍କର ମହାନନ୍ଦ ଭୀଷଣ ଦରିଦ୍ରତା ମଧ୍ୟରେ ସୁଦ୍ଧା ପ୍ରଚୁରଭାବେ ଅସୀମ ବଦାନ୍ୟତା ଉତ୍ପନ୍ନ କରିଅଛି। See the chapterଓଡିଆ ବାଇବେଲ2 ସେମାନେ ମହା କ୍ଳେଶରୂପ ପରୀକ୍ଷାରେ ପଡ଼ିଲେ ହେଁ ସେମାନଙ୍କର ମହାନନ୍ଦ ଭୀଷଣ ଦରିଦ୍ରତା ମଧ୍ୟରେ ସୁଦ୍ଧା ପ୍ରଚୁରଭାବେ ଅସୀମ ବଦାନ୍ୟତା ଉତ୍ପନ୍ନ କରିଅଛି । See the chapterପବିତ୍ର ବାଇବଲ (CL) NT (BSI)2 ସେମାନେ ଉତ୍କଟ କ୍ଳେଶ ମଧ୍ୟଦେଇ ପରୀକ୍ଷିତ ହୋଇଛନ୍ତି ଏବଂ ସେମାନେ ଅତିଶୟ ଦରିଦ୍ର ହେଲେ ସୁଦ୍ଧା, ଚରମ ବଦାନ୍ୟତା ଦ୍ୱାରା ନିଜ ମନର ଉଚ୍ଛ୍ୱସିତ ଆନନ୍ଦ ପ୍ରକାଶ କରିଛନ୍ତି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସେମାନେ ମହା କ୍ଳେଶରୂପ ପରୀକ୍ଷାରେ ପଡ଼ିଲେ ହେଁ ସେମାନଙ୍କର ମହାନନ୍ଦ ଭୀଷଣ ଦରିଦ୍ରତା ମଧ୍ୟରେ ସୁଦ୍ଧା ପ୍ରଚୁରଭାବେ ଅସୀମ ବଦାନ୍ୟତା ଉତ୍ପନ୍ନ କରିଅଛି। See the chapter |