୨ କରିନ୍ଥୀୟ 9:13 - ପବିତ୍ର ବାଇବଲ13 ତୁମ୍ଭମାନଙ୍କର ଏହି ସେବା ତୁମ୍ଭମାନଙ୍କର ବିଶ୍ୱାସର ପ୍ରମାଣ ଅଟେ। ଏହା ଦ୍ୱାରା ଲୋକେ ପରମେଶ୍ୱରଙ୍କୁ ପ୍ରଶଂସା କରିବେ, କାରଣ ତୁମ୍ଭେମାନେ ଯେ କେବଳ ବିଶ୍ୱାସକୁ ସ୍ୱୀକାର କରୁଛ ତା’ ନୁହେଁ, ବରଂ ଖ୍ରୀଷ୍ଟଙ୍କର ବ୍ୟବହାରିକ ସୁସମାଗ୍ଭରକୁ ଅନୁସରଣ କରୁଛ। ତୁମ୍ଭେମାନେ ସେମାନଙ୍କ ପାଇଁ ଓ ସମସ୍ତ ଲୋକଙ୍କ ପାଇଁ ଉଦାର ଭାବେ ଦାନ କରୁଥିବାରୁ ଲୋକେ ପରମେଶ୍ୱରଙ୍କ ପ୍ରଶଂସା କରିବେ। See the chapterପବିତ୍ର ବାଇବଲ (Re-edited) - (BSI)13 ଅର୍ଥାତ୍ ଏହି ସେବାକର୍ମର ପ୍ରମାଣ ପାଇ ଲୋକେ ତୁମ୍ଭମାନଙ୍କ ସ୍ଵୀକାର କରୁଥିବା ଖ୍ରୀଷ୍ଟଙ୍କ ସୁସମାଚାର ପ୍ରତି ବାଧ୍ୟତା, ପୁଣି ସାଧୁମାନଙ୍କ ଓ ସମସ୍ତଙ୍କ ପ୍ରତି ତୁମ୍ଭମାନଙ୍କ ସହଭାଗିତାର ସରଳତା ସକାଶେ ଈଶ୍ଵରଙ୍କ ମହିମା କୀର୍ତ୍ତନ କରୁଅଛନ୍ତି, See the chapterଓଡିଆ ବାଇବେଲ13 ଅର୍ଥାତ୍ ଏହି ସେବା କର୍ମର ପ୍ରମାଣ ପାଇ ଲୋକେ ତୁମ୍ଭମାନଙ୍କ ସ୍ୱୀକାର କରୁଥିବା ଖ୍ରୀଷ୍ଟଙ୍କ ସୁସମାଚାର ପ୍ରତିବାଧ୍ୟତା, ପୁଣି, ସାଧୁମାନଙ୍କ ଓ ସମସ୍ତଙ୍କ ପ୍ରତି ତୁମ୍ଭମାନଙ୍କ ସହଭାଗିତାର ସରଳତା ସକାଶେ ଈଶ୍ୱରଙ୍କ ମହିମା କୀର୍ତ୍ତନ କରୁଅଛନ୍ତି, See the chapterପବିତ୍ର ବାଇବଲ (CL) NT (BSI)13 ଏହି ସେବା କାର୍ଯ୍ୟ ଦ୍ୱାରା ଖ୍ରୀଷ୍ଟଙ୍କ ସୁସମାଚାର ପ୍ରତି ତୁମ୍ଭମାନଙ୍କ ବିଶ୍ୱସ୍ତତା ଲାଗି ଓ ସମସ୍ତଙ୍କ ସହିତ ଅଂଶୀ ହୋଇ ତୁମ୍ଭେମାନେ ଯେଉଁ ବଦାନ୍ୟତା ପ୍ରକାଶ କରିବେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଅର୍ଥାତ୍ ଏହି ସେବା କର୍ମର ପ୍ରମାଣ ପାଇ ଲୋକେ ତୁମ୍ଭମାନଙ୍କ ସ୍ୱୀକାର କରୁଥିବା ଖ୍ରୀଷ୍ଟଙ୍କ ସୁସମାଚାର ପ୍ରତି ବାଧ୍ୟତା, ପୁଣି, ସାଧୁମାନଙ୍କ ଓ ସମସ୍ତଙ୍କ ପ୍ରତି ତୁମ୍ଭମାନଙ୍କ ସହଭାଗିତାର ସରଳତା ସକାଶେ ଈଶ୍ବରଙ୍କ ମହିମା କୀର୍ତ୍ତନ କରୁଅଛନ୍ତି, See the chapter |