Online Bible

- Advertisements -




୨ କରିନ୍ଥୀୟ 9:14 - ପବିତ୍ର ବାଇବଲ

14 ଯେତେବେଳେ ସେମାନେ ପ୍ରାର୍ଥନା କରିବେ, ସେତେବେଳେ ସେମାନେ ତୁମ୍ଭମାନଙ୍କ ସହିତ ରହିବା ପାଇଁ ଇଚ୍ଛା କରିବେ। ପରମେଶ୍ୱରଙ୍କର ତୁମ୍ଭମାନଙ୍କ ପ୍ରତି ଅସୀମ ଅନୁଗ୍ରହ ହେତୁରୁ ସେମାନେ ଏପରି ଅନୁଭବ କରିବେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

14 ଆଉ, ତୁମ୍ଭମାନଙ୍କ ପ୍ରତି ଈଶ୍ଵରଙ୍କ ଅତ୍ୟଧିକ ଅନୁଗ୍ରହ ହେତୁ ସେମାନେ ମଧ୍ୟ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରୁ କରୁ ତୁମ୍ଭମାନଙ୍କ ପ୍ରତି ଅନୁରକ୍ତ ଅଟନ୍ତି।

See the chapter Copy

ଓଡିଆ ବାଇବେଲ

14 ଆଉ, ତୁମ୍ଭମାନଙ୍କ ପ୍ରତି ଈଶ୍ୱରଙ୍କ ଅତ୍ୟଧିକ ଅନୁଗ୍ରହ ହେତୁ ସେମାନେ ମଧ୍ୟ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରୁ କରୁ ତୁମ୍ଭମାନଙ୍କ ପ୍ରତି ଅନୁରକ୍ତ ଅଟନ୍ତି ।

See the chapter Copy

ପବିତ୍ର ବାଇବଲ (CL) NT (BSI)

14 ତୁମ୍ଭମାନଙ୍କ ପ୍ରତି ଈଶ୍ୱରଙ୍କର ପ୍ରଚୁର ଅନୁଗ୍ରହ ପାଇଁ ସେମାନେ ଗଭୀର ଶ୍ରଦ୍ଧା ସହ ପ୍ରାର୍ଥନାରେ ତୁମ୍ଭମାନଙ୍କୁ ସ୍ମରଣ କରିବେ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଆଉ, ତୁମ୍ଭମାନଙ୍କ ପ୍ରତି ଈଶ୍ବରଙ୍କ ଅତ୍ୟଧିକ ଅନୁଗ୍ରହ ହେତୁ ସେମାନେ ମଧ୍ୟ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରୁ କରୁ ତୁମ୍ଭମାନଙ୍କ ପ୍ରତି ଅନୁରକ୍ତ ଅଟନ୍ତି।

See the chapter Copy




୨ କରିନ୍ଥୀୟ 9:14

Follow us:

Advertisements


Advertisements