୨ କରିନ୍ଥୀୟ 9:8 - ପବିତ୍ର ବାଇବଲ8 ପରମେଶ୍ୱର ତୁମ୍ଭମାନଙ୍କର ଆବଶ୍ୟକତାଠାରୁ ଅଧିକ ଆଶୀର୍ବାଦ ଦେଇ ପାରିବେ। ତହିଁରେ ତୁମ୍ଭେମାନେ ସବୁବେଳେ ସବୁ ବିଷୟ ପ୍ରଚୁର ଭାବେ ପାଇବ। ପ୍ରତ୍ୟେକ ଭଲ କାମ କରିବା ପାଇଁ ଦାନ ଦେବାକୁ ତୁମ୍ଭମାନଙ୍କ ପାଖରେ ପ୍ରଚୁର ଥିବ। See the chapterପବିତ୍ର ବାଇବଲ (Re-edited) - (BSI)8 ଆଉ, ସମସ୍ତ ବିଷୟ ସର୍ବଦା ଯଥେଷ୍ଟ ରୂପେ ପାଇ ତୁମ୍ଭେମାନେ ଯେପରି ସମସ୍ତ ଉତ୍ତମ କର୍ମ ନିମନ୍ତେ ଅଧିକରୁ ଅଧିକତର ଦାନ କରି ପାର, ଏଥିନିମନ୍ତେ ଈଶ୍ଵର ତୁମ୍ଭମାନଙ୍କୁ ସର୍ବପ୍ରକାର ଅନୁଗ୍ରହ ପ୍ରଚୁର ଭାବରେ ଦେବାକୁ ସମର୍ଥ ଅଟନ୍ତି, See the chapterଓଡିଆ ବାଇବେଲ8 ଆଉ, ସମସ୍ତ ବିଷୟ ସର୍ବଦା ଯଥେଷ୍ଟ ରୂପେ ପାଇ ତୁମ୍ଭେମାନେ ଯେପରି ସମସ୍ତ ଉତ୍ତମ କର୍ମ ନିମନ୍ତେ ଅଧିକରୁ ଅଧିକତର ଦାନ କରି ପାର, ଏଥି ନିମନ୍ତେ ଈଶ୍ୱର ତୁମ୍ଭମାନଙ୍କୁ ସର୍ବ ପ୍ରକାର ଅନୁଗ୍ରହ ପ୍ରଚୁର ଭାବରେ ଦେବାକୁ ସମର୍ଥ ଅଟନ୍ତି, See the chapterପବିତ୍ର ବାଇବଲ (CL) NT (BSI)8 ସବୁ ପ୍ରକାର ଦାନରେ ତୁମ୍ଭମାନଙ୍କୁ ସମୃଦ୍ଧ କରିବା ପାଇଁ ଈଶ୍ୱର ସକ୍ଷମ; ଫଳରେ ତୁମ୍ଭମାନଙ୍କୁ ସର୍ବଦା ପ୍ରଚାର୍ଯ୍ୟ ମଧ୍ୟରେ ବାସ କରିପାରିବ ଏବଂ ସବୁ ପ୍ରକାର ସତ୍କର୍ମ ନିମନ୍ତେ ଯଥେଷ୍ଟ ଦାନ ଦେଇ ପାରିବ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଆଉ, ସମସ୍ତ ବିଷୟ ସର୍ବଦା ଯଥେଷ୍ଟ ରୂପେ ପାଇ ତୁମ୍ଭେମାନେ ଯେପରି ସମସ୍ତ ଉତ୍ତମ କର୍ମ ନିମନ୍ତେ ଅଧିକରୁ ଅଧିକତର ଦାନ କରିପାର, ଏଥିନିମନ୍ତେ ଈଶ୍ବର ତୁମ୍ଭମାନଙ୍କୁ ସର୍ବ ପ୍ରକାର ଅନୁଗ୍ରହ ପ୍ରଚୁର ଭାବରେ ଦେବାକୁ ସମର୍ଥ ଅଟନ୍ତି, See the chapter |