2 ରାଜାବଳୀ 1:3 - ପବିତ୍ର ବାଇବଲ3 ମାତ୍ର ସଦାପ୍ରଭୁଙ୍କ ଦୂତ ତିଶ୍ବୀୟ ଏଲିୟଙ୍କୁ କହିଲେ, “ଯାଅ, ଶମରିୟା ରାଜାଙ୍କର ଦୂତମାନଙ୍କୁ ଭେଟ ଓ ସେମାନଙ୍କୁ କୁହ, ‘ଇସ୍ରାଏଲରେ କ’ଣ ଇସ୍ରାଏଲର ପରମେଶ୍ୱର ନାହାନ୍ତି ଯେ, ତୁମ୍ଭେମାନେ ଇକ୍ରୋଣର ଦେବତା ବାଲ୍-ସବୂବଙ୍କୁ ପରାମର୍ଶ କରିବାକୁ ଯାଉଛ? See the chapterପବିତ୍ର ବାଇବଲ (Re-edited) - (BSI)3 ମାତ୍ର ସଦାପ୍ରଭୁଙ୍କ ଦୂତ ତିଶ୍ବୀୟ ଏଲୀୟଙ୍କୁ କହିଲେ, ଉଠ, ଶମରୀୟ ରାଜାଙ୍କର ଦୂତଗଣକୁ ସାକ୍ଷାତ କରିବାକୁ ଯାଅ ଓ ସେମାନଙ୍କୁ କୁହ, ଇସ୍ରାଏଲ ମଧ୍ୟରେ ପରମେଶ୍ଵର ନାହାନ୍ତି ବୋଲି କି ତୁମ୍ଭେମାନେ ଇକ୍ରୋଣର ଦେବତା ବାଲ୍ସବୂବକୁ ପଚାରିବାକୁ ଯାଉଅଛ? See the chapterଓଡିଆ ବାଇବେଲ3 ମାତ୍ର ସଦାପ୍ରଭୁଙ୍କ ଦୂତ ତିଶ୍ବୀୟ ଏଲୀୟଙ୍କୁ କହିଲେ, “ଉଠ, ଶମରୀୟା ରାଜାଙ୍କର ଦୂତଗଣକୁ ସାକ୍ଷାତ କରିବାକୁ ଯାଅ ଓ ସେମାନଙ୍କୁ କୁହ, ଇସ୍ରାଏଲ ମଧ୍ୟରେ ପରମେଶ୍ୱର ନାହାନ୍ତି ବୋଲି କି ତୁମ୍ଭେମାନେ ଇକ୍ରୋଣର ଦେବତା ବାଲ୍ସବୂବକୁ ପଚାରିବାକୁ ଯାଉଅଛ ?” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ମାତ୍ର ସଦାପ୍ରଭୁଙ୍କ ଦୂତ ତିଶ୍ବୀୟ ଏଲୀୟଙ୍କୁ କହିଲେ, “ଉଠ, ଶମରୀୟା ରାଜାଙ୍କର ଦୂତଗଣକୁ ସାକ୍ଷାତ କରିବାକୁ ଯାଅ ଓ ସେମାନଙ୍କୁ କୁହ, ‘ଇସ୍ରାଏଲ ମଧ୍ୟରେ ପରମେଶ୍ୱର ନାହାନ୍ତି ବୋଲି କି ତୁମ୍ଭେମାନେ ଇକ୍ରୋଣର ଦେବତା ବାଲ୍ସବୂବକୁ ପଚାରିବାକୁ ଯାଉଅଛ?’ See the chapter |