2 ରାଜାବଳୀ 17:2 - ପବିତ୍ର ବାଇବଲ2 ହୋଶେୟ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ। ମାତ୍ର ତାଙ୍କ ପୂର୍ବରୁ ଶାସନ କରୁଥିବା ଇସ୍ରାଏଲ ରାଜାମାନଙ୍କ ପରି ସେ ଖରାପ ନ ଥିଲେ। See the chapterପବିତ୍ର ବାଇବଲ (Re-edited) - (BSI)2 ପୁଣି ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ, ମାତ୍ର ଆପଣା ପୂର୍ବବର୍ତ୍ତୀ ଇସ୍ରାଏଲ-ରାଜାମାନଙ୍କ ତୁଲ୍ୟ ନୁହେଁ। See the chapterଓଡିଆ ବାଇବେଲ2 ପୁଣି ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ, ମାତ୍ର ଆପଣା ପୂର୍ବବର୍ତ୍ତୀ ଇସ୍ରାଏଲ ରାଜାମାନଙ୍କ ତୁଲ୍ୟ ନୁହେଁ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ପୁଣି ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ, ମାତ୍ର ଆପଣା ପୂର୍ବବର୍ତ୍ତୀ ଇସ୍ରାଏଲ ରାଜାମାନଙ୍କ ତୁଲ୍ୟ ନୁହେଁ। See the chapter |