Online Bible

- Advertisements -




2 ରାଜାବଳୀ 18:2 - ପବିତ୍ର ବାଇବଲ

2 ହିଜକିୟ ପଚିଶ୍ ବର୍ଷ ବୟସ୍କ ଥିଲେ ଯେତେବେଳେ ସେ ଶାସନ ଆରମ୍ଭ କଲେ ଓ ସେ ଯିରୁଶାଲମରେ ଅଣତିରିଶ୍ ବର୍ଷ ରାଜତ୍ୱ କଲେ। ତାଙ୍କର ମାତାଙ୍କର ନାମ ଅବୀ ଓ ସେ ଜିଖରିୟଙ୍କର କନ୍ୟା ଥିଲେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

2 ସେ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ଥିଲେ; ଆଉ ସେ ଯିରୂଶାଲମରେ ଅଣତିରିଶ ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କର ନାମ ଅବୀ, ସେ ଜିଖରୀୟଙ୍କର କନ୍ୟା ଥିଲେ।

See the chapter Copy

ଓଡିଆ ବାଇବେଲ

2 ସେ ରାଜତ୍ଵ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ଥିଲେ; ଆଉ ସେ ଯିରୂଶାଲମରେ ଅଣତିରିଶ ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କର ନାମ ଅବୀ, ସେ ଜିଖରୀୟଙ୍କ କନ୍ୟା ଥିଲେ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ସେ ରାଜତ୍ୱ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ଥିଲେ; ଆଉ ସେ ଯିରୂଶାଲମରେ ଅଣତିରିଶ ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କର ନାମ ଅବୀ, ସେ ଜିଖରୀୟଙ୍କ କନ୍ୟା ଥିଲେ।

See the chapter Copy




2 ରାଜାବଳୀ 18:2

Follow us:

Advertisements


Advertisements