2 ରାଜାବଳୀ 19:9 - ପବିତ୍ର ବାଇବଲ9 ପୁଣି ଅଶୂରୀୟ ରାଜା କୂଶଦେଶୀୟ ତିର୍ହକ ରାଜା ବିଷୟରେ ଏହି ଜନରବ ଶୁଣିଲା, “ଦେଖ, ତିର୍ହକ ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବାକୁ ଆସିଅଛି।” ତେଣୁ ଅଶୂରର ରାଜା ପୁନର୍ବାର ହିଜକିୟ ନିକଟକୁ ଦୂତମାନଙ୍କୁ ପଠାଇ କହିଲା। See the chapterପବିତ୍ର ବାଇବଲ (Re-edited) - (BSI)9 ପୁଣି ଅଶୂରୀୟ ରାଜା କୂଶ ଦେଶୀୟ ତିର୍ହକ ରାଜା ବିଷୟରେ ଏହି କଥା ଶୁଣିଲା, ଦେଖ, ସେ ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବାକୁ ଆସିଅଛି। ତହୁଁ ସେ ହିଜକୀୟଙ୍କ ନିକଟକୁ ପୁନର୍ବାର ଦୂତମାନଙ୍କୁ ପଠାଇ କହିଲା, See the chapterଓଡିଆ ବାଇବେଲ9 ପୁଣି ଅଶୂରୀୟ ରାଜା କୂଶ ଦେଶୀୟ ତିର୍ହକ ରାଜା ବିଷୟରେ ଏହି କଥା ଶୁଣିଲା, “ଦେଖ, ସେ ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବାକୁ ଆସିଅଛି।” ତହୁଁ ସେ ହିଜକୀୟଙ୍କ ନିକଟକୁ ପୁନର୍ବାର ଦୂତମାନଙ୍କୁ ପଠାଇ କହିଲା, See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ପୁଣି ଅଶୂରୀୟ ରାଜା କୂଶଦେଶୀୟ ତିର୍ହକ ରାଜା ବିଷୟରେ ଏହି କଥା ଶୁଣିଲା, “ଦେଖ, ସେ ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବାକୁ ଆସିଅଛି।” ତହୁଁ ସେ ହିଜକୀୟଙ୍କ ନିକଟକୁ ପୁନର୍ବାର ଦୂତମାନଙ୍କୁ ପଠାଇ କହିଲା, See the chapter |