Online Bible

- Advertisements -




2 ରାଜାବଳୀ 2:11 - ପବିତ୍ର ବାଇବଲ

11 ଏହିପରି ସେ ଦୁହେଁ ଏକତ୍ର କଥାବାର୍ତ୍ତା ହୋଇ ଯାଉଥିବା ବେଳେ ହଠାତ୍ ଏକ ଅଗ୍ନିମୟ ରଥ ଓ ଅଗ୍ନିମୟ ଅଶ୍ୱମାନ ଉପସ୍ଥିତ ହେଲେ ଏବଂ ସେ ଦୁହିଁଙ୍କୁ ପୃଥକ କଲେ। ତା'ପରେ ଏଲିୟ ଘୂର୍ଣ୍ଣିବାୟୁରେ ସ୍ୱର୍ଗାରୋହଣ କଲେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

11 ଏହିରୂପେ ସେମାନେ ଯାଉ ଯାଉ ଓ କଥାବାର୍ତ୍ତା କରୁ କରୁ ଦେଖ, ଏକ ଅଗ୍ନିମୟ ରଥ ଓ ଅଗ୍ନିମୟ ଅଶ୍ଵମାନ ଉପସ୍ଥିତ ହୋଇ ସେ ଦୁହିଁଙ୍କି ପୃଥକ୍ କଲା; ପୁଣି ଏଲୀୟ ଘୂର୍ଣ୍ଣିବାୟୁରେ ସ୍ଵର୍ଗାରୋହଣ କଲେ।

See the chapter Copy

ଓଡିଆ ବାଇବେଲ

11 ଏହିରୂପେ ସେମାନେ ଯାଉ ଯାଉ ଓ କଥାବାର୍ତ୍ତା କରୁ କରୁ ଦେଖ, ଏକ ଅଗ୍ନିମୟ ରଥ ଓ ଅଗ୍ନିମୟ ଅଶ୍ୱମାନ ଉପସ୍ଥିତ ହୋଇ ସେ ଦୁହିଁଙ୍କୁ ପୃଥକ୍‍ କଲା; ପୁଣି ଏଲୀୟ ଘୂର୍ଣ୍ଣିବାୟୁରେ ସ୍ୱର୍ଗାରୋହଣ କଲେ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଏହିରୂପେ ସେମାନେ ଯାଉ ଯାଉ ଓ କଥାବାର୍ତ୍ତା କରୁ କରୁ ଦେଖ, ଏକ ଅଗ୍ନିମୟ ରଥ ଓ ଅଗ୍ନିମୟ ଅଶ୍ୱମାନ ଉପସ୍ଥିତ ହୋଇ ସେ ଦୁହିଁଙ୍କୁ ପୃଥକ କଲା; ପୁଣି ଏଲୀୟ ଘୂର୍ଣ୍ଣିବାୟୁରେ ସ୍ୱର୍ଗାରୋହଣ କଲେ।

See the chapter Copy




2 ରାଜାବଳୀ 2:11

Follow us:

Advertisements


Advertisements