Online Bible

- Advertisements -




2 ରାଜାବଳୀ 2:14 - ପବିତ୍ର ବାଇବଲ

14 ଇଲୀଶାୟ ଜଳକୁ ଆଘାତ କରନ୍ତେ, ଜଳ ଦକ୍ଷିଣ ଓ ବାମକୁ ଦୁଇଭାଗ ହୋଇଗଲା ଏବଂ ଇଲୀଶାୟ ନଦୀ ପାର ହେଲେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

14 ପୁଣି ସେ ଏଲୀୟଙ୍କଠାରୁ ପଡ଼ିଥିବା ବସ୍ତ୍ର ନେଇ ଜଳକୁ ଆଘାତ କରି କହିଲେ, ସଦାପ୍ରଭୁ ଏଲୀୟଙ୍କର ପରମେଶ୍ଵର କାହାନ୍ତି? ପୁଣି ସେ ମଧ୍ୟ ଜଳକୁ ଆଘାତ କରନ୍ତେ, ତାହା ଏପାଖେ ସେପାଖେ ବିଭକ୍ତ ହୋଇଗଲା; ତହିଁରେ ଇଲୀଶାୟ ପାର ହୋଇଗଲେ।

See the chapter Copy

ଓଡିଆ ବାଇବେଲ

14 ପୁଣି ସେ ଏଲୀୟଙ୍କଠାରୁ ପଡ଼ିଥିବା ବସ୍ତ୍ର ନେଇ ଜଳକୁ ଆଘାତ କରି କହିଲେ, “ସଦାପ୍ରଭୁ ଏଲୀୟଙ୍କର ପରମେଶ୍ୱର କାହାନ୍ତି ?” ପୁଣି ସେ ମଧ୍ୟ ଜଳକୁ ଆଘାତ କରନ୍ତେ, ତାହା ଏପାଖେ ସେପାଖେ ବିଭକ୍ତ ହୋଇଗଲା; ତହିଁରେ ଇଲୀଶାୟ ପାର ହୋଇଗଲେ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ପୁଣି ସେ ଏଲୀୟଙ୍କଠାରୁ ପଡ଼ିଥିବା ବସ୍ତ୍ର ନେଇ ଜଳକୁ ଆଘାତ କରି କହିଲେ, “ସଦାପ୍ରଭୁ ଏଲୀୟଙ୍କର ପରମେଶ୍ୱର କାହାନ୍ତି?” ପୁଣି ସେ ମଧ୍ୟ ଜଳକୁ ଆଘାତ କରନ୍ତେ, ତାହା ଏପାଖେ ସେପାଖେ ବିଭକ୍ତ ହୋଇଗଲା; ତହିଁରେ ଇଲୀଶାୟ ପାର ହୋଇଗଲେ।

See the chapter Copy




2 ରାଜାବଳୀ 2:14

Follow us:

Advertisements


Advertisements