Online Bible

- Advertisements -




2 ରାଜାବଳୀ 2:17 - ପବିତ୍ର ବାଇବଲ

17 ତା'ପରେ ସେ ବିହ୍ୱଳ ହେବା ପର୍ଯ୍ୟନ୍ତ ତାଙ୍କୁ ସେମାନେ ପ୍ରବର୍ତ୍ତାନ୍ତେ, ସେ କହିଲେ, “ଭଲ କଥା, ଏଲିୟଙ୍କୁ ଖୋଜିବାକୁ ଲୋକ ପଠାଅ।” ସେମାନେ ଦଳେ ଭବିଷ୍ୟ‌ଦ୍‌ବକ୍ତାମାନେ ପଗ୍ଭଶ୍ ଜଣ ଲୋକଙ୍କୁ ପଠାଇଲେ। ସେମାନେ ତିନି ଦିନ ଖୋଜିଲେ, ମାତ୍ର ଏଲିୟଙ୍କୁ ପାଇଲେ ନାହିଁ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

17 ତଥାପି ସେ ଲଜ୍ଜିତ ହେବା ପର୍ଯ୍ୟନ୍ତ ସେମାନେ ତାଙ୍କୁ ପ୍ରବର୍ତ୍ତାନ୍ତେ, ସେ କହିଲେ, ପଠାଅ। ଏହେତୁ ସେମାନେ ପଚାଶ ଲୋକ ପଠାଇଲେ, ଆଉ ସେମାନେ ତାଙ୍କୁ ତିନି ଦିନ ଖୋଜିଲେ, ମାତ୍ର ପାଇଲେ ନାହିଁ।

See the chapter Copy

ଓଡିଆ ବାଇବେଲ

17 ତଥାପି ଇଲୀଶାୟ ଲଜ୍ଜିତ ହେବା ପର୍ଯ୍ୟନ୍ତ ସେମାନେ ତାଙ୍କୁ ପ୍ରବର୍ତ୍ତାନ୍ତେ, ସେ କହିଲେ, “ପଠାଅ।” ଏହେତୁ ସେମାନେ ପଚାଶ ଲୋକ ପଠାଇଲେ, ଆଉ ସେମାନେ ତାଙ୍କୁ ତିନି ଦିନ ଖୋଜିଲେ, ମାତ୍ର ପାଇଲେ ନାହିଁ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ତଥାପି ଇଲୀଶାୟ ଲଜ୍ଜିତ ହେବା ପର୍ଯ୍ୟନ୍ତ ସେମାନେ ତାଙ୍କୁ ପ୍ରବର୍ତ୍ତାନ୍ତେ, ସେ କହିଲେ, “ପଠାଅ।” ଏହେତୁ ସେମାନେ ପଚାଶ ଲୋକ ପଠାଇଲେ, ଆଉ ସେମାନେ ତାଙ୍କୁ ତିନି ଦିନ ଖୋଜିଲେ, ମାତ୍ର ପାଇଲେ ନାହିଁ।

See the chapter Copy




2 ରାଜାବଳୀ 2:17

Follow us:

Advertisements


Advertisements