Online Bible

- Advertisements -




2 ରାଜାବଳୀ 2:18 - ପବିତ୍ର ବାଇବଲ

18 ପୁଣି ସେମାନେ ଯିରୀହୋରେ ଇଲୀଶାୟ ନିକଟକୁ ଯାଇ କହିଲେ, “ସେମାନେ ଏଲିୟଙ୍କୁ ପାଇଲେ ନାହିଁ।” ଏଥିରେ ଇଲୀଶାୟ କହିଲେ, “ତୁମ୍ଭମାନଙ୍କୁ ନ ଯିବା ପାଇଁ ମୁଁ କହିଥିଲି।”

See the chapter Copy

ପବିତ୍ର ବାଇବଲ (Re-edited) - (BSI)

18 ପୁଣି ଇଲୀଶାୟ ଯିରୀହୋରେ ଥାଉ ଥାଉ ସେମାନେ ତାଙ୍କ ନିକଟକୁ ଫେରି ଆସିଲେ; ଏଥିରେ ସେ ସେମାନଙ୍କୁ କହିଲେ, ନ ଯାଅ ବୋଲି ମୁଁ କʼଣ ତୁମ୍ଭମାନଙ୍କୁ କହି ନ ଥିଲି?

See the chapter Copy

ଓଡିଆ ବାଇବେଲ

18 ପୁଣି ଇଲୀଶାୟ ଯିରୀହୋରେ ଥାଉ ଥାଉ ସେମାନେ ତାଙ୍କ ନିକଟକୁ ଫେରି ଆସିଲେ; ଏଥିରେ ସେ ସେମାନଙ୍କୁ କହିଲେ, “ନ ଯାଅ ବୋଲି ମୁଁ କ’ଣ ତୁମ୍ଭମାନଙ୍କୁ କହି ନ ଥିଲି।”

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ପୁଣି ଇଲୀଶାୟ ଯିରୀହୋରେ ଥାଉ ଥାଉ ସେମାନେ ତାଙ୍କ ନିକଟକୁ ଫେରି ଆସିଲେ; ଏଥିରେ ସେ ସେମାନଙ୍କୁ କହିଲେ, “ନ ଯାଅ ବୋଲି ମୁଁ କʼଣ ତୁମ୍ଭମାନଙ୍କୁ କହି ନ ଥିଲି।”

See the chapter Copy




2 ରାଜାବଳୀ 2:18

Follow us:

Advertisements


Advertisements