2 ରାଜାବଳୀ 22:3 - ପବିତ୍ର ବାଇବଲ3 ଯୋଶିୟ ତାଙ୍କ ରାଜତ୍ୱର ଅଷ୍ଟାଦଶ ବର୍ଷରେ ମଶୁଲ୍ଲମର ପୌତ୍ର, ଅତ୍ସଲିୟର ପୁତ୍ର ଶାଫନ ସେମାନଙ୍କୁ ସଦାପ୍ରଭୁଙ୍କ ମନ୍ଦିରକୁ ପଠାଇ କହିଲେ। See the chapterପବିତ୍ର ବାଇବଲ (Re-edited) - (BSI)3 ଅନନ୍ତର ଯୋଶୀୟ ରାଜାଙ୍କର ଅଧିକାରର ଅଠର ବର୍ଷରେ ରାଜା, ମଶୁଲ୍ଲମର ପୌତ୍ର ଅତ୍ସଲୀୟର ପୁତ୍ର ଶାଫନ୍ ଲେଖକକୁ ସଦାପ୍ରଭୁଙ୍କ ଗୃହକୁ ପଠାଇ କହିଲେ, See the chapterଓଡିଆ ବାଇବେଲ3 ଏଥିଉତ୍ତାରେ ଯୋଶୀୟ ରାଜାଙ୍କ ରାଜତ୍ଵର ଅଠର ବର୍ଷରେ ରାଜା, ମଶୁଲ୍ଲମର ପୌତ୍ର ଅତ୍ସଲୀୟର ପୁତ୍ର ଶାଫନ୍ ଲେଖକଙ୍କୁ ସଦାପ୍ରଭୁଙ୍କ ଗୃହକୁ ପଠାଇ କହିଲେ, See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଏଥିଉତ୍ତାରେ ଯୋଶୀୟ ରାଜାଙ୍କ ରାଜତ୍ଵର ଅଠର ବର୍ଷରେ ରାଜା, ମଶୁଲ୍ଲମ୍ର ପୌତ୍ର ଅତ୍ସଲୀୟର ପୁତ୍ର ଶାଫନ୍ ଲେଖକଙ୍କୁ ସଦାପ୍ରଭୁଙ୍କ ଗୃହକୁ ପଠାଇ କହିଲେ, See the chapter |