2 ରାଜାବଳୀ 22:4 - ପବିତ୍ର ବାଇବଲ4 “ତୁମ୍ଭେ ମହାଯାଜକ ହିଲ୍କିୟ ନିକଟକୁ ଯାଅ, ତାଙ୍କୁ କୁହ ସଦାପ୍ରଭୁଙ୍କ ମନ୍ଦିରକୁ ଆନୀତ ଯେଉଁ ମୁଦ୍ରା ଦ୍ୱାରପାଳମାନେ ଲୋକମାନଙ୍କଠାରୁ ସଂଗ୍ରହ କରୁଛନ୍ତି, ସେ ମୁଦ୍ରା ଏଠିକି ଆଣ। See the chapterପବିତ୍ର ବାଇବଲ (Re-edited) - (BSI)4 ସଦାପ୍ରଭୁଙ୍କ ଗୃହକୁ ଆନୀତ ଯେଉଁ ମୁଦ୍ରା ଦ୍ଵାରପାଳମାନେ ଲୋକମାନଙ୍କଠାରୁ ସଂଗ୍ରହ କରିଅଛନ୍ତି, ତାହା ଯେପରି ହିଲ୍କୀୟ ମହାଯାଜକ ଗଣିବ, ଏଥିପାଇଁ ତାହା ନିକଟକୁ ଯାଅ। See the chapterଓଡିଆ ବାଇବେଲ4 “ସଦାପ୍ରଭୁଙ୍କ ଗୃହକୁ ଆନୀତ ଯେଉଁ ମୁଦ୍ରା ଦ୍ୱାରପାଳମାନେ ଲୋକମାନଙ୍କଠାରୁ ସଂଗ୍ରହ କରିଅଛନ୍ତି, ତାହା ଯେପରି ହିଲ୍କୀୟ ମହାଯାଜକ ଗଣିବ, ଏଥିପାଇଁ ତାହା ନିକଟକୁ ଯାଅ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 “ସଦାପ୍ରଭୁଙ୍କ ଗୃହକୁ ଆନୀତ ଯେଉଁ ମୁଦ୍ରା ଦ୍ୱାରପାଳମାନେ ଲୋକମାନଙ୍କଠାରୁ ସଂଗ୍ରହ କରିଅଛନ୍ତି, ତାହା ଯେପରି ହିଲ୍କୀୟ ମହାଯାଜକ ଗଣିବ, ଏଥିପାଇଁ ତାହା ନିକଟକୁ ଯାଅ। See the chapter |