2 ରାଜାବଳୀ 25:2 - ପବିତ୍ର ବାଇବଲ2 ସେମାନଙ୍କର ସୈନ୍ୟବାହିନୀ ସିଦିକିୟ ରାଜାଙ୍କ ଏକାଦଶ ବର୍ଷ ରାଜତ୍ୱ କାଳ ପର୍ଯ୍ୟନ୍ତ ଯିରୁଶାଲମକୁ ଅବରୋଧ କରି ଘେରି ରଖିଲେ। See the chapterପବିତ୍ର ବାଇବଲ (Re-edited) - (BSI)2 ତହୁଁ ସିଦିକୀୟ ରାଜାଙ୍କର ଅଧିକାରର ଏଗାର ବର୍ଷ ପର୍ଯ୍ୟନ୍ତ ନଗର ଅବରୁଦ୍ଧ ହୋଇ ରହିଲା। See the chapterଓଡିଆ ବାଇବେଲ2 ତହୁଁ ସିଦିକୀୟ ରାଜାଙ୍କ ରାଜତ୍ଵର ଏଗାର ବର୍ଷ ପର୍ଯ୍ୟନ୍ତ ନଗର ଅବରୁଦ୍ଧ ହୋଇ ରହିଲା। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ତହୁଁ ସିଦିକୀୟ ରାଜାଙ୍କ ରାଜତ୍ଵର ଏଗାର ବର୍ଷ ପର୍ଯ୍ୟନ୍ତ ନଗର ଅବରୁଦ୍ଧ ହୋଇ ରହିଲା। See the chapter |