2 ରାଜାବଳୀ 3:22 - ପବିତ୍ର ବାଇବଲ22 ମୋୟାବୀୟମାନେ ପ୍ରଭାତରେ ଉଠିଲା ବେଳେ ସେହି ସମୟରେ ସୂର୍ଯ୍ୟ ଜଳ ଉପରେ ଚମୁକୁ ଥିଲା। ସେମାନେ ଏହାକୁ ସେମାନଙ୍କର ରକ୍ତ ତୁଲ୍ୟ ରଙ୍ଗପରି ଦେଖିଲେ। See the chapterପବିତ୍ର ବାଇବଲ (Re-edited) - (BSI)22 ପୁଣି ସେମାନେ ପ୍ରଭାତରେ ଉଠିବା ବେଳେ ସୂର୍ଯ୍ୟ ଜଳ ଉପରେ ଚକମକ ହେଉଥିଲା, ତହିଁରେ ମୋୟାବୀୟ-ମାନେ ଆପଣା ସମ୍ମୁଖସ୍ଥ ଜଳକୁ ରକ୍ତ ତୁଲ୍ୟ ରଙ୍ଗ ଦେଖିଲେ; See the chapterଓଡିଆ ବାଇବେଲ22 ପୁଣି ସେମାନେ ପ୍ରଭାତରେ ଉଠିବା ବେଳେ ସୂର୍ଯ୍ୟ ଜଳ ଉପରେ ଚକମକ ହେଉଥିଲା, ତହିଁରେ ମୋୟାବୀୟମାନେ ଆପଣା ସମ୍ମୁଖସ୍ଥ ଜଳକୁ ରକ୍ତ ତୁଲ୍ୟ ରଙ୍ଗ ଦେଖିଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ପୁଣି ସେମାନେ ପ୍ରଭାତରେ ଉଠିବା ବେଳେ ସୂର୍ଯ୍ୟ ଜଳ ଉପରେ ଚକମକ ହେଉଥିଲା, ତହିଁରେ ମୋୟାବୀୟମାନେ ଆପଣା ସମ୍ମୁଖସ୍ଥ ଜଳକୁ ରକ୍ତ ତୁଲ୍ୟ ରଙ୍ଗ ଦେଖିଲେ। See the chapter |