Online Bible

- Advertisements -




2 ରାଜାବଳୀ 4:22 - ପବିତ୍ର ବାଇବଲ

22 ସେ ସ୍ତ୍ରୀଲୋକଟି ତା'ର ସ୍ୱାମୀକୁ ଡାକି କହିଲା, “ମୁଁ ବିନୟ କରୁଛି, ଦାସମାନଙ୍କ ମଧ୍ୟରୁ ଜଣକୁ ଓ ଗୋଟିଏ ଗର୍ଦ୍ଦଭକୁ ମୋ’ ନିକଟକୁ ପଠାନ୍ତୁ। ହେଲେ ମୁଁ ପରମେଶ୍ୱରଙ୍କ ଲୋକ ଇଲୀଶାୟଙ୍କୁ ଶୀଘ୍ର ଆଣି ଫେରି ଆସିବି।”

See the chapter Copy

ପବିତ୍ର ବାଇବଲ (Re-edited) - (BSI)

22 ପୁଣି ସେ ଆପଣା ସ୍ଵାମୀକି ଡାକି କହିଲା, ମୁଁ ବିନୟ କରୁଅଛି, ଦାସମାନଙ୍କ ମଧ୍ୟରୁ ଜଣକୁ ଓ ଗର୍ଦ୍ଦଭରୁ ଗୋଟିଏ ମୋʼ କତିକି ପଠାଇଦିଅ, ମୁଁ ପରମେଶ୍ଵରଙ୍କ ଲୋକଙ୍କ ନିକଟକୁ ଦୌଡ଼ିଯାଇ ଫେରି ଆସିବି।

See the chapter Copy

ଓଡିଆ ବାଇବେଲ

22 ପୁଣି ସେ ଆପଣା ସ୍ୱାମୀକୁ ଡାକି କହିଲା, “ମୁଁ ବିନୟ କରୁଅଛି, ଦାସମାନଙ୍କ ମଧ୍ୟରୁ ଜଣକୁ ଓ ଗର୍ଦ୍ଦଭୀରୁ ଗୋଟିଏ ମୋ’ ନିକଟକୁ ପଠାଇଦିଅ, ମୁଁ ପରମେଶ୍ୱରଙ୍କ ଲୋକଙ୍କ ନିକଟକୁ ଦୌଡ଼ିଯାଇ ଫେରି ଆସିବି।”

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ପୁଣି ସେ ଆପଣା ସ୍ୱାମୀକୁ ଡାକି କହିଲା, “ମୁଁ ବିନୟ କରୁଅଛି, ଦାସମାନଙ୍କ ମଧ୍ୟରୁ ଜଣକୁ ଓ ଗର୍ଦ୍ଦଭୀରୁ ଗୋଟିଏ ମୋʼ ନିକଟକୁ ପଠାଇଦିଅ, ମୁଁ ପରମେଶ୍ୱରଙ୍କ ଲୋକଙ୍କ ନିକଟକୁ ଦୌଡ଼ିଯାଇ ଫେରି ଆସିବି।”

See the chapter Copy




2 ରାଜାବଳୀ 4:22

Follow us:

Advertisements


Advertisements