2 ରାଜାବଳୀ 4:32 - ପବିତ୍ର ବାଇବଲ32 ଅନନ୍ତର ଇଲୀଶାୟ ଗୃହ ମଧ୍ୟରେ ପ୍ରବେଶ କରି ଦେଖିଲେ ବାଳକଟି ମୃତ ଅବସ୍ଥାରେ ଶଯ୍ୟା ଉପରେ ଶୋଇଛି। See the chapterପବିତ୍ର ବାଇବଲ (Re-edited) - (BSI)32 ତହୁଁ ଇଲୀଶାୟ ସେ ଗୃହକୁ ଆସନ୍ତେ, ଦେଖ, ବାଳକ ମରି ତାଙ୍କର ଶଯ୍ୟାରେ ଶୋଇଅଛି। See the chapterଓଡିଆ ବାଇବେଲ32 ତହୁଁ ଇଲୀଶାୟ ସେ ଗୃହକୁ ଆସନ୍ତେ, ଦେଖ, ବାଳକ ମରି ତାଙ୍କର ଶଯ୍ୟାରେ ଶୋଇଅଛି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ତହୁଁ ଇଲୀଶାୟ ସେ ଗୃହକୁ ଆସନ୍ତେ, ଦେଖ, ବାଳକ ମରି ତାଙ୍କର ଶଯ୍ୟାରେ ଶୋଇଅଛି। See the chapter |