2 ରାଜାବଳୀ 4:37 - ପବିତ୍ର ବାଇବଲ37 ତତ୍ପରେ ଶୁନେମୀୟା ଗୃହ ମଧ୍ୟରେ ପ୍ରବେଶ କରି ଇଲୀଶାୟଙ୍କ ପାଦ ତଳେ ପଡ଼ିଲେ ଓ ତା'ପରେ ପୁଅକୁ ଧରି ବାହାରକୁ ଆସିଲେ। See the chapterପବିତ୍ର ବାଇବଲ (Re-edited) - (BSI)37 ସେତେବେଳେ ସେ ସ୍ତ୍ରୀ ଭିତରକୁ ଯାଇ ତାଙ୍କର ଚରଣରେ ଭୂମିଷ୍ଠ ପ୍ରଣାମ କଲା ଓ ଆପଣା ପୁତ୍ରକୁ ନେଇ ବାହାରକୁ ଗଲା। See the chapterଓଡିଆ ବାଇବେଲ37 ସେତେବେଳେ ସେ ସ୍ତ୍ରୀ ଭିତରକୁ ଯାଇ ତାଙ୍କର ଚରଣରେ ଭୂମିଷ୍ଠ ପ୍ରଣାମ କଲା ଓ ଆପଣା ପୁତ୍ରକୁ ନେଇ ବାହାରକୁ ଗଲା। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT37 ସେତେବେଳେ ସେ ସ୍ତ୍ରୀ ଭିତରକୁ ଯାଇ ତାଙ୍କର ଚରଣରେ ଭୂମିଷ୍ଠ ପ୍ରଣାମ କଲା ଓ ଆପଣା ପୁତ୍ରକୁ ନେଇ ବାହାରକୁ ଗଲା। See the chapter |