Online Bible

- Advertisements -




2 ରାଜାବଳୀ 4:4 - ପବିତ୍ର ବାଇବଲ

4 ତା'ପରେ ତୁମ୍ଭ ଘରକୁ ଯାଇ ଦ୍ୱାର ବନ୍ଦ କର। କେବଳ ତୁମ୍ଭେ ଓ ତୁମ୍ଭର ପୁତ୍ରମାନେ ହିଁ ସେହି ଘରେ ରହିବ। ତା'ପରେ ସେହି ପାତ୍ରମାନଙ୍କରେ ତୈଳ ଢାଳିବ। ଯେଉଁ ପାତ୍ରଟି ପୂର୍ଣ୍ଣ ହେଉଛି, ତାକୁ ଅଲଗା ରଖିବ।”

See the chapter Copy

ପବିତ୍ର ବାଇବଲ (Re-edited) - (BSI)

4 ପୁଣି ତୁମ୍ଭେ ଗୃହ ଭିତରକୁ ଯାଇ ଆପଣାର ଓ ଆପଣା ପୁତ୍ରମାନଙ୍କ ପଛେ ଦ୍ଵାର ବନ୍ଦ କରି ସେସବୁ ପାତ୍ରରେ ତୈଳ ଅଜାଡ଼; ଆଉ ଯେଉଁ ପାତ୍ର ପୂର୍ଣ୍ଣ ହୁଏ, ତାହା ଅଲଗା କରି ରଖ।

See the chapter Copy

ଓଡିଆ ବାଇବେଲ

4 ପୁଣି ତୁମ୍ଭେ ଗୃହ ଭିତରକୁ ଯାଇ ଆପଣାର ଓ ଆପଣା ପୁତ୍ରମାନଙ୍କ ପଛେ ଦ୍ୱାର ବନ୍ଦ କରି ସେସବୁ ପାତ୍ରରେ ତୈଳ ଅଜାଡ଼; ଆଉ ଯେଉଁ ପାତ୍ର ପୂର୍ଣ୍ଣ ହୁଏ, ତାହା ଅଲଗା କରି ରଖ।”

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ପୁଣି ତୁମ୍ଭେ ଗୃହ ଭିତରକୁ ଯାଇ ଆପଣାର ଓ ଆପଣା ପୁତ୍ରମାନଙ୍କ ପଛେ ଦ୍ୱାର ବନ୍ଦ କରି ସେସବୁ ପାତ୍ରରେ ତୈଳ ଅଜାଡ଼; ଆଉ ଯେଉଁ ପାତ୍ର ପୂର୍ଣ୍ଣ ହୁଏ, ତାହା ଅଲଗା କରି ରଖ।”

See the chapter Copy




2 ରାଜାବଳୀ 4:4

Follow us:

Advertisements


Advertisements