2 ରାଜାବଳୀ 4:40 - ପବିତ୍ର ବାଇବଲ40 ତହୁଁ ସେମାନେ ପାକ ପରେ ଲୋକମାନଙ୍କ ଭୋଜନ ନିମନ୍ତେ ତାହା ଢାଳିଲେ। ଯେତେବେଳେ ସେମାନେ ଭୋଜନ କରିବାକୁ ଆରମ୍ଭ କଲେ, ସେମାନେ ଇଲୀଶାୟଙ୍କୁ ଚିତ୍କାର କରି ଡାକିଲେ, “ହେ ପରମେଶ୍ୱରଙ୍କ ଲୋକ, ହଣ୍ଡାରେ ବିଷ ଅଛି।” ତେଣୁ ସେମାନେ ସେ ଖାଦ୍ୟ ଖାଇ ପାରିଲେ ନାହିଁ। See the chapterପବିତ୍ର ବାଇବଲ (Re-edited) - (BSI)40 ତହୁଁ ସେମାନେ ଲୋକମାନଙ୍କର ଭୋଜନ ନିମନ୍ତେ ତାହା ଢାଳିଲେ। ପୁଣି ଲୋକମାନେ ସେହି ବ୍ୟଞ୍ଜନ ଭୋଜନ କରୁ କରୁ ଡାକ ପକାଇ କହିଲେ, ହେ ପରମେଶ୍ଵରଙ୍କ ଲୋକ, ହଣ୍ତାରେ ମୃତ୍ୟୁ ଅଛି। ଆଉ ସେମାନେ ତହିଁରୁ ଭୋଜନ କରି ପାରିଲେ ନାହିଁ। See the chapterଓଡିଆ ବାଇବେଲ40 ତହୁଁ ସେମାନେ ଲୋକମାନଙ୍କର ଭୋଜନ ନିମନ୍ତେ ତାହା ଢାଳିଲେ। ପୁଣି ଲୋକମାନେ ସେହି ଖାଦ୍ୟ ଭୋଜନ କରୁ କରୁ ଡାକ ପକାଇ କହିଲେ, “ହେ ପରମେଶ୍ୱରଙ୍କ ଲୋକ, ହଣ୍ଡାରେ ମୃତ୍ୟୁୁ ଅଛି।” ଆଉ ସେମାନେ ତହିଁରୁ ଭୋଜନ କରି ପାରିଲେ ନାହିଁ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT40 ତହୁଁ ସେମାନେ ଲୋକମାନଙ୍କର ଭୋଜନ ନିମନ୍ତେ ତାହା ଢାଳିଲେ। ପୁଣି ଲୋକମାନେ ସେହି ଖାଦ୍ୟ ଭୋଜନ କରୁ କରୁ ଡାକ ପକାଇ କହିଲେ, “ହେ ପରମେଶ୍ୱରଙ୍କ ଲୋକ, ହଣ୍ଡାରେ ମୃତ୍ୟୁୁ ଅଛି।” ଆଉ ସେମାନେ ତହିଁରୁ ଭୋଜନ କରି ପାରିଲେ ନାହିଁ। See the chapter |