Online Bible

- Advertisements -




2 ରାଜାବଳୀ 4:8 - ପବିତ୍ର ବାଇବଲ

8 ଏକଦା ଇଲୀଶାୟ ଶୁନେମକୁ ଗଲେ। ସେଠାରେ ଏକ ମହତ୍ତ୍ୱପୂର୍ଣ୍ଣ ଧନୀ ସ୍ତ୍ରୀଲୋକ ତାଙ୍କୁ ଅନ୍ନ ଭୋଜନ ଦେବାକୁ ବଳାଇଲା। ଏହା ପରେ ଇଲୀଶାୟ ଯେତେଥର ସେହି ବାଟ ଦେଇ ଗଲେ ସେତେଥର ସେଠାରେ ଅନ୍ନ ଭୋଜନ କଲେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

8 ଅନନ୍ତର ଦିନକରେ ଇଲୀଶାୟ ଶୁନେମକୁ ଗଲେ, ସେଠାରେ ଏକ ଧନବତୀ ସ୍ତ୍ରୀ ଥିଲା; ଆଉ ସେ ଇଲୀଶାୟଙ୍କୁ ଅନ୍ନଭୋଜନ ନିମନ୍ତେ ବଳାଇଲା। ଏଉତ୍ତାରେ ଇଲୀଶାୟ ଯେତେ ଥର ସେହି ପଥ ଦେଇ ଗଲେ, ସେତେ ଥର ଅନ୍ନଭୋଜନ ନିମନ୍ତେ ସେଠାକୁ ଗଲେ।

See the chapter Copy

ଓଡିଆ ବାଇବେଲ

8 ଏଥିଉତ୍ତାରେ ଦିନକରେ ଇଲୀଶାୟ ଶୂନେମ ନଗରକୁ ଗଲେ, ସେଠାରେ ଏକ ଧନବତୀ ସ୍ତ୍ରୀ ଥିଲା; ଆଉ ସେ ଇଲୀଶାୟଙ୍କୁ ଅନ୍ନ ଭୋଜନ ନିମନ୍ତେ ପ୍ରବର୍ତ୍ତାଇଲା। ଏଥିଉତ୍ତାରେ ଇଲୀଶାୟ ଯେତେ ଥର ସେହି ପଥ ଦେଇ ଗଲେ, ସେତେ ଥର ଅନ୍ନ ଭୋଜନ ନିମନ୍ତେ ସେଠାକୁ ଗଲେ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଏଥିଉତ୍ତାରେ ଦିନକରେ ଇଲୀଶାୟ ଶୂନେମ ନଗରକୁ ଗଲେ, ସେଠାରେ ଏକ ଧନବତୀ ସ୍ତ୍ରୀ ଥିଲା; ଆଉ ସେ ଇଲୀଶାୟଙ୍କୁ ଅନ୍ନ ଭୋଜନ ନିମନ୍ତେ ପ୍ରବର୍ତ୍ତାଇଲା। ଏଥିଉତ୍ତାରେ ଇଲୀଶାୟ ଯେତେ ଥର ସେହି ପଥ ଦେଇ ଗଲେ, ସେତେଥର ଅନ୍ନ ଭୋଜନ ନିମନ୍ତେ ସେଠାକୁ ଗଲେ।

See the chapter Copy




2 ରାଜାବଳୀ 4:8

Follow us:

Advertisements


Advertisements