2 ରାଜାବଳୀ 5:2 - ପବିତ୍ର ବାଇବଲ2 ଅରାମୀୟମାନେ ସୈନ୍ୟଦଳ ଦ୍ୱାରା ଇସ୍ରାଏଲ ବିରୁଦ୍ଧରେ ଲଢ଼ୁଥିଲେ। ସେମାନେ ସେମାନଙ୍କର ଦାସ କରିବାକୁ ଇସ୍ରାଏଲରୁ ଘେନି ଆସୁଥିଲେ। ଏକ ସମୟରେ ସେମାନେ ଗୋଟିଏ ଛୋଟ ବାଳିକା ନେଇ ଆସିଥିଲେ। ସେହି ବାଳିକାଟି ନାମାନଙ୍କ ଭାର୍ଯ୍ୟାର ଦାସୀ ହେଲା। See the chapterପବିତ୍ର ବାଇବଲ (Re-edited) - (BSI)2 ଅରାମୀୟମାନେ ଦଳ ଦଳ ହୋଇ ବାହାରି ଇସ୍ରାଏଲ ଦେଶରୁ ଏକ କ୍ଷୁଦ୍ର ବାଳିକାକୁ ବନ୍ଦୀ କରି ଆଣିଥିଲେ; ଆଉ ସେ ନାମାନ୍ର ଭାର୍ଯ୍ୟାର ସେବା କରୁଥିଲା। See the chapterଓଡିଆ ବାଇବେଲ2 ଅରାମୀୟମାନେ ଦଳ ଦଳ ହୋଇ ବାହାରି ଇସ୍ରାଏଲ ଦେଶରୁ ଏକ କ୍ଷୁଦ୍ର ବାଳିକାକୁ ବନ୍ଦୀ କରି ଆଣିଥିଲେ; ଆଉ ସେ ନାମାନ୍ର ଭାର୍ଯ୍ୟାର ସେବା କରୁଥିଲା। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଅରାମୀୟମାନେ ଦଳ ଦଳ ହୋଇ ବାହାରି ଇସ୍ରାଏଲ ଦେଶରୁ ଏକ କ୍ଷୁଦ୍ର ବାଳିକାକୁ ବନ୍ଦୀ କରି ଆଣିଥିଲେ; ଆଉ ସେ ନାମାନ୍ର ଭାର୍ଯ୍ୟାର ସେବା କରୁଥିଲା। See the chapter |