2 ରାଜାବଳୀ 5:3 - ପବିତ୍ର ବାଇବଲ3 ଅନନ୍ତର ସେହି ବାଳିକା ନିଜର କର୍ତ୍ତାଙ୍କୁ କହିଲା, “ମୁଁ ଆଶା କରୁଛି ମୋର ମହାଶୟ ନାମାନ୍ ଯଦି ଭବିଷ୍ୟଦ୍ବକ୍ତା ଇଲୀଶାୟଙ୍କୁ ସାକ୍ଷାତ୍ କରନ୍ତି, ଯେ ବର୍ତ୍ତମାନ ଶମରିୟାରେ ବାସ କରୁଛନ୍ତି। ସେ ନିଶ୍ଚୟ ତାଙ୍କୁ ଏହି କୁଷ୍ଠରୋଗରୁ ଆରୋଗ୍ୟ କରିବେ।” See the chapterପବିତ୍ର ବାଇବଲ (Re-edited) - (BSI)3 ପୁଣି ସେ ଆପଣା କର୍ତ୍ତ୍ରୀକି କହିଲା, ଆଃ, ଶମରୀୟାରେ ଯେଉଁ ଭବିଷ୍ୟଦ୍ବକ୍ତା ଅଛନ୍ତି, ତାଙ୍କ ସଙ୍ଗେ ଯେବେ ମୋʼ ପ୍ରଭୁ ଥାଆନ୍ତେ, ତେବେ ତାଙ୍କୁ ସେ ତାଙ୍କ କୁଷ୍ଠରୋଗରୁ ସୁସ୍ଥ କରନ୍ତେ। See the chapterଓଡିଆ ବାଇବେଲ3 ପୁଣି ସେ ଆପଣା କର୍ତ୍ତ୍ରୀକୁ କହିଲା, “ଆଃ, ଶମରୀୟାରେ ଯେଉଁ ଭବିଷ୍ୟଦ୍ବକ୍ତା ଅଛନ୍ତି, ତାଙ୍କ ସଙ୍ଗେ ଯେବେ ମୋ’ ପ୍ରଭୁ ଥାଆନ୍ତେ, ତେବେ ତାଙ୍କୁ ସେ ତାଙ୍କ କୁଷ୍ଠରୋଗରୁ ସୁସ୍ଥ କରନ୍ତେ।” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପୁଣି ସେ ଆପଣା କର୍ତ୍ତ୍ରୀକୁ କହିଲା, “ଆଃ, ଶମରୀୟାରେ ଯେଉଁ ଭବିଷ୍ୟଦ୍ବକ୍ତା ଅଛନ୍ତି, ତାଙ୍କ ସଙ୍ଗେ ଯେବେ ମୋʼ ପ୍ରଭୁ ଥାଆନ୍ତେ, ତେବେ ତାଙ୍କୁ ସେ ତାଙ୍କ କୁଷ୍ଠରୋଗରୁ ସୁସ୍ଥ କରନ୍ତେ।” See the chapter |