Online Bible

- Advertisements -




2 ରାଜାବଳୀ 6:9 - ପବିତ୍ର ବାଇବଲ

9 ମାତ୍ର ପରମେଶ୍ୱରଙ୍କ ଲୋକ ଇଲୀଶାୟ ଇସ୍ରାଏଲ ରାଜାଙ୍କ ନିକଟକୁ ଏକ ବାର୍ତ୍ତା ପଠାଇ କହିଲେ, “ସାବଧାନ, ତୁମ୍ଭେ ସେହି ସ୍ଥାନ ଦେଇ ଯିବ ନାହିଁ। କାରଣ ଅରାମୀୟମାନେ ସେ ସ୍ଥାନରେ ଗୋପନରେ ଅଛନ୍ତି।”

See the chapter Copy

ପବିତ୍ର ବାଇବଲ (Re-edited) - (BSI)

9 ସେତେବେଳେ ପରମେଶ୍ଵରଙ୍କ ଲୋକ ଇସ୍ରାଏଲର ରାଜାଙ୍କ ନିକଟକୁ କହି ପଠାନ୍ତି, ସାବଧାନ, ତୁମ୍ଭେ ସେହି ସ୍ଥାନ ଦେଇ ଯିବ ନାହିଁ; କାରଣ ଅରାମୀୟମାନେ ସେହି ସ୍ଥାନକୁ ଓହ୍ଲାଇ ଆସୁଅଛନ୍ତି।

See the chapter Copy

ଓଡିଆ ବାଇବେଲ

9 ସେତେବେଳେ ପରମେଶ୍ୱରଙ୍କ ଲୋକ ଇସ୍ରାଏଲର ରାଜାଙ୍କ ନିକଟକୁ କହି ପଠାନ୍ତି, “ସାବଧାନ, ତୁମ୍ଭେ ସେହି ସ୍ଥାନ ଦେଇ ଯିବ ନାହିଁ; କାରଣ ଅରାମୀୟମାନେ ସେହି ସ୍ଥାନକୁ ଓହ୍ଲାଇ ଆସୁଅଛନ୍ତି।”

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ସେତେବେଳେ ପରମେଶ୍ୱରଙ୍କ ଲୋକ ଇସ୍ରାଏଲର ରାଜାଙ୍କ ନିକଟକୁ କହି ପଠାନ୍ତି, “ସାବଧାନ, ତୁମ୍ଭେ ସେହି ସ୍ଥାନ ଦେଇ ଯିବ ନାହିଁ; କାରଣ ଅରାମୀୟମାନେ ସେହି ସ୍ଥାନକୁ ଓହ୍ଲାଇ ଆସୁଅଛନ୍ତି।”

See the chapter Copy




2 ରାଜାବଳୀ 6:9

Follow us:

Advertisements


Advertisements