2 ରାଜାବଳୀ 8:4 - ପବିତ୍ର ବାଇବଲ4 ସେହି ସମୟରେ ରାଜା ପରମେଶ୍ୱରଙ୍କ ଲୋକଙ୍କର ଦାସ ଗିହେଜୀ ସହିତ କଥାବାର୍ତ୍ତା କରୁଥିଲେ। ସେ ଗିହେଜୀକୁ କହିଲେ, “ମୁଁ ବିନୟ କରୁଛି, ଇଲୀଶାୟ ଯେଉଁ ମହାନ କାର୍ଯ୍ୟମାନ କରିଛନ୍ତି ମୋତେ ଜଣାଅ।” See the chapterପବିତ୍ର ବାଇବଲ (Re-edited) - (BSI)4 ସେହି ସମୟରେ ରାଜା ପରମେଶ୍ଵରଙ୍କ ଲୋକଙ୍କର ଦାସ ଗିହେଜୀ ସଙ୍ଗେ କଥାବାର୍ତ୍ତା କରୁ କରୁ କହିଲେ, ମୁଁ ବିନୟ କରୁଅଛି, ଇଲୀଶାୟ ଯେ ଯେ ମହତ କର୍ମ କରିଅଛନ୍ତି, ତାହାସବୁ ମୋତେ ଜଣାଅ। See the chapterଓଡିଆ ବାଇବେଲ4 ସେହି ସମୟରେ ରାଜା ପରମେଶ୍ୱରଙ୍କ ଲୋକଙ୍କର ଦାସ ଗିହେଜୀ ସଙ୍ଗେ କଥାବାର୍ତ୍ତା କରୁ କରୁ କହିଲେ, “ମୁଁ ବିନୟ କରୁଅଛି, ଇଲୀଶାୟ ଯେ ଯେ ମହତ୍ କର୍ମ କରିଅଛନ୍ତି, ତାହାସବୁ ମୋତେ ଜଣାଅ।” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ସେହି ସମୟରେ ରାଜା ପରମେଶ୍ୱରଙ୍କ ଲୋକଙ୍କର ଦାସ ଗିହେଜୀ ସଙ୍ଗେ କଥାବାର୍ତ୍ତା କରୁ କରୁ କହିଲେ, “ମୁଁ ବିନୟ କରୁଅଛି, ଇଲୀଶାୟ ଯେ ଯେ ମହତ୍ କର୍ମ କରିଅଛନ୍ତି, ତାହାସବୁ ମୋତେ ଜଣାଅ।” See the chapter |