2 ରାଜାବଳୀ 8:8 - ପବିତ୍ର ବାଇବଲ8 ତତ୍ପରେ ରାଜା ବିନ୍ହଦଦ୍ ହସାୟେଲକୁ କହିଲେ, “ଏହି ଉପହାର ନେଇ ପରମେଶ୍ୱରଙ୍କ ଲୋକଙ୍କୁ ସାକ୍ଷାତ କର ଓ ମୁଁ ଏହି ପୀଡ଼ାରୁ ମୁକ୍ତ ହେବି କି ନାହିଁ, ଏହି କଥା ତାଙ୍କ ଦ୍ୱାରା ସଦାପ୍ରଭୁଙ୍କୁ ପଗ୍ଭର।” See the chapterପବିତ୍ର ବାଇବଲ (Re-edited) - (BSI)8 ତହିଁରେ ରାଜା ହସାୟେଲକୁ କହିଲା, ଆପଣା ହସ୍ତରେ ଉପହାର ନେଇ ପରମେଶ୍ଵରଙ୍କ ଲୋକଙ୍କୁ ସାକ୍ଷାତ କରିବାକୁ ଯାଅ, ଆଉ ମୁଁ ଏହି ପୀଡ଼ାରୁ ମୁକ୍ତ ହେବି କି ନାହିଁ, ଏହି କଥା ତାଙ୍କ ଦ୍ଵାରା ସଦାପ୍ରଭୁଙ୍କୁ ପଚାର। See the chapterଓଡିଆ ବାଇବେଲ8 ତହିଁରେ ରାଜା ହସାୟେଲକୁ କହିଲା, “ଆପଣା ହସ୍ତରେ ଉପହାର ନେଇ ପରମେଶ୍ୱରଙ୍କ ଲୋକଙ୍କୁ ସାକ୍ଷାତ କରିବାକୁ ଯାଅ, ‘ଆଉ ମୁଁ ଏହି ପୀଡ଼ାରୁ ମୁକ୍ତ ହେବି କି ନାହିଁ ?’ ଏହି କଥା ତାଙ୍କ ଦ୍ୱାରା ସଦାପ୍ରଭୁଙ୍କୁ ପଚାର।” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ତହିଁରେ ରାଜା ହସାୟେଲକୁ କହିଲା, “ଆପଣା ହସ୍ତରେ ଉପହାର ନେଇ ପରମେଶ୍ୱରଙ୍କ ଲୋକଙ୍କୁ ସାକ୍ଷାତ କରିବାକୁ ଯାଅ, ‘ଆଉ ମୁଁ ଏହି ପୀଡ଼ାରୁ ମୁକ୍ତ ହେବି କି ନାହିଁ?’ ଏହି କଥା ତାଙ୍କ ଦ୍ୱାରା ସଦାପ୍ରଭୁଙ୍କୁ ପଚାର।” See the chapter |