Online Bible

- Advertisements -




2 ରାଜାବଳୀ 9:13 - ପବିତ୍ର ବାଇବଲ

13 ତା'ପରେ ସମସ୍ତ ଉଚ୍ଚ ଅଧିକାରୀମାନେ ଶୀଘ୍ର ଆପଣା ଆପଣା ବସ୍ତ୍ର ନେଇ ସୋପାନ ଉପରେ ଯେହୂଙ୍କ ସମ୍ମୁଖରେ ରଖିଲେ। ତା'ପରେ ସେମାନେ ତୂରୀ ବଜାଇ ଘୋଷଣା କଲେ, “ଯେହୂ ରାଜା ହେଲେ।”

See the chapter Copy

ପବିତ୍ର ବାଇବଲ (Re-edited) - (BSI)

13 ତହୁଁ ସେମାନେ ପ୍ରତ୍ୟେକେ ଶୀଘ୍ର ଆପଣା ଆପଣା ବସ୍ତ୍ର ନେଇ ସୋପାନ ଉପରେ ଯେହୂଙ୍କର ତଳେ ରଖିଲେ ଓ ତୂରୀ ବଜାଇ କହିଲେ, ଯେହୂ ରାଜା ହେଲେ।

See the chapter Copy

ଓଡିଆ ବାଇବେଲ

13 ତହୁଁ ସେମାନେ ପ୍ରତ୍ୟେକେ ଶୀଘ୍ର ଆପଣା ଆପଣା ବସ୍ତ୍ର ନେଇ ସୋପାନ ଉପରେ ଯେହୂଙ୍କର ତଳେ ରଖିଲେ ଓ ତୂରୀ ବଜାଇ କହିଲେ, “ଯେହୂ ରାଜା ହେଲେ।”

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ତହୁଁ ସେମାନେ ପ୍ରତ୍ୟେକେ ଶୀଘ୍ର ଆପଣା ଆପଣା ବସ୍ତ୍ର ନେଇ ସୋପାନ ଉପରେ ଯେହୂଙ୍କର ତଳେ ରଖିଲେ ଓ ତୂରୀ ବଜାଇ କହିଲେ, “ଯେହୂ ରାଜା ହେଲେ।”

See the chapter Copy




2 ରାଜାବଳୀ 9:13

Follow us:

Advertisements


Advertisements