2 ରାଜାବଳୀ 9:19 - ପବିତ୍ର ବାଇବଲ19 ତା'ପରେ ଯୋରାମ ଦ୍ୱିତୀୟ ଦୂତକୁ ଅଶ୍ୱ ପୃଷ୍ଠରେ ପଠାଇଲେ। ଦୂତ ସେମାନଙ୍କୁ ଭେଟିଲେ ଏବଂ କହିଲେ, “ରାଜା ପଗ୍ଭରୁଛନ୍ତି, ‘କୁଶଳ କି?’” ଯେହୂ କହିଲେ, “କୁଶଳରେ ତୁମ୍ଭର ଯାଏ ଆସେ ନାହିଁ, ତୁମ୍ଭେ ଆମ୍ଭ ପଛେ ପଛେ ଆସ।” See the chapterପବିତ୍ର ବାଇବଲ (Re-edited) - (BSI)19 ତହୁଁ ସେ ଦ୍ଵିତୀୟ ଜଣକୁ ଅଶ୍ଵରେ ପଠାନ୍ତେ, ସେ ସେମାନଙ୍କ ନିକଟକୁ ଯାଇ କହିଲା, ରାଜା ପଚାରୁଅଛନ୍ତି, କୁଶଳ କି? ପୁଣି ଯେହୂ ଉତ୍ତର କଲେ, କୁଶଳରେ ତୁମ୍ଭର କଅଣ ଅଛି? ତୁମ୍ଭେ ମୋʼ ପଛକୁ ଯାଅ। See the chapterଓଡିଆ ବାଇବେଲ19 ତହୁଁ ଯୋରାମ୍ ଦ୍ୱିତୀୟ ଜଣକୁ ଅଶ୍ୱରେ ପଠାନ୍ତେ, ସେ ସେମାନଙ୍କ ନିକଟକୁ ଯାଇ କହିଲା, “ରାଜା ପଚାରୁଅଛନ୍ତି, କୁଶଳ କି ?” ପୁଣି ଯେହୂ ଉତ୍ତର କଲେ, “କୁଶଳରେ ତୁମ୍ଭର କଅଣ ଅଛି ? ତୁମ୍ଭେ ମୋ’ ପଛକୁ ଯାଅ।” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ତହୁଁ ଯୋରାମ୍ ଦ୍ୱିତୀୟ ଜଣକୁ ଅଶ୍ୱରେ ପଠାନ୍ତେ, ସେ ସେମାନଙ୍କ ନିକଟକୁ ଯାଇ କହିଲା, “ରାଜା ପଚାରୁଅଛନ୍ତି, ‘କୁଶଳ କି?’” ପୁଣି ଯେହୂ ଉତ୍ତର କଲେ, “କୁଶଳରେ ତୁମ୍ଭର କଅଣ ଅଛି? ତୁମ୍ଭେ ମୋʼ ପଛକୁ ଯାଅ।” See the chapter |