Online Bible

- Advertisements -




2 ରାଜାବଳୀ 9:2 - ପବିତ୍ର ବାଇବଲ

2 ତୁମ୍ଭେ ସେଠାରେ ଉପସ୍ଥିତ ହେଲେ, ନି‌ମ୍‌ଶିଙ୍କର ପୌତ୍ର, ଯିହୋଶାଫଟଙ୍କ ପୁତ୍ର ଯେହୂଙ୍କର ଅନ୍ୱେଷଣ କର। ତା'ପରେ କୋଠରୀ ଭିତରକୁ ଯାଇ ତାଙ୍କର ଭାଇମାନଙ୍କ ମଧ୍ୟରୁ ତାଙ୍କୁ ଉଠାଇ ଏକ ଭିତର କୋଠରୀକୁ ନେଇଯାଅ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

2 ପୁଣି ତୁମ୍ଭେ ସେଠାରେ ଉପସ୍ଥିତ ହେଲେ, ନିମ୍ଶିଙ୍କର ପୌତ୍ର ଯିହୋଶାଫଟଙ୍କର ପୁତ୍ର ଯେହୂଙ୍କର ଅନ୍ଵେଷଣ କର ଓ ଭିତରକୁ ଯାଇ ତାଙ୍କର ଭ୍ରାତୃଗଣ ମଧ୍ୟରୁ ତାଙ୍କୁ ଉଠାଇ ଏକ ଭିତର କୋଠରିକି ନେଇଯାଅ।

See the chapter Copy

ଓଡିଆ ବାଇବେଲ

2 ପୁଣି ତୁମ୍ଭେ ସେଠାରେ ଉପସ୍ଥିତ ହେଲେ, ନିମ୍‍ଶିଙ୍କର ପୌତ୍ର ଯିହୋଶାଫଟ୍‍ଙ୍କର ପୁତ୍ର ଯେହୂଙ୍କର ଅନ୍ୱେଷଣ କର ଓ ଭିତରକୁ ଯାଇ ତାଙ୍କର ଭ୍ରାତୃଗଣ ମଧ୍ୟରୁ ତାଙ୍କୁ ଉଠାଇ ଏକ ଭିତର କୋଠରିକୁ ନେଇଯାଅ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ପୁଣି ତୁମ୍ଭେ ସେଠାରେ ଉପସ୍ଥିତ ହେଲେ, ନିମ୍‍ଶିଙ୍କର ପୌତ୍ର ଯିହୋଶାଫଟ୍‍ଙ୍କର ପୁତ୍ର ଯେହୂଙ୍କର ଅନ୍ୱେଷଣ କର ଓ ଭିତରକୁ ଯାଇ ତାଙ୍କର ଭ୍ରାତୃଗଣ ମଧ୍ୟରୁ ତାଙ୍କୁ ଉଠାଇ ଏକ ଭିତର କୋଠରିକୁ ନେଇଯାଅ।

See the chapter Copy




2 ରାଜାବଳୀ 9:2

Follow us:

Advertisements


Advertisements