Online Bible

- Advertisements -




2 ରାଜାବଳୀ 9:30 - ପବିତ୍ର ବାଇବଲ

30 ତା'ପରେ ଯେହୂ ଯିଷ୍ରିୟେଲର ପଥରେ ଗଲେ। ଇଷେବେଲ ଏବିଷୟରେ ଜାଣିବାକୁ ପାଇଲେ। ତେଣୁ ସେ ନିଜକୁ ସଜାଇ ଓ ଆପଣା କେଶ ବିନ୍ୟାସ କରି ଝରକା ନିକଟରେ ଛିଡ଼ା ହୋଇ ବାହାରକୁ ଗ୍ଭହିଁଲେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

30 ଏଉତ୍ତାରେ ଯେହୂ ଯିଷ୍ରିୟେଲରେ ଉପସ୍ଥିତ ହୁଅନ୍ତେ, ଈଷେବଲ୍ ତାହା ଶୁଣିଲା; ତହୁଁ ସେ ଆପଣା ଚକ୍ଷୁରେ ଅଞ୍ଜନ ଦେଇ ଓ ଆପଣା ମସ୍ତକ ଭୂଷିତ କରି ଝରକା ନିକଟରେ ବାହାରକୁ ଅନାଇଲା।

See the chapter Copy

ଓଡିଆ ବାଇବେଲ

30 ଏଉତ୍ତାରେ ଯେହୂ ଯିଷ୍ରିୟେଲରେ ଉପସ୍ଥିତ ହୁଅନ୍ତେ, ଈଷେବଲ୍‍ ତାହା ଶୁଣିଲା; ତହୁଁ ସେ ଆପଣା ଚକ୍ଷୁରେ ଅଞ୍ଜନ ଦେଇ ଓ ଆପଣା ମସ୍ତକ ଭୂଷିତ କରି ଝରକା ନିକଟରେ ବାହାରକୁ ଅନାଇଲା।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ଏଉତ୍ତାରେ ଯେହୂ ଯିଷ୍ରିୟେଲରେ ଉପସ୍ଥିତ ହୁଅନ୍ତେ, ଈଷେବଲ୍‍ ତାହା ଶୁଣିଲା; ତହୁଁ ସେ ଆପଣା ଚକ୍ଷୁରେ ଅଞ୍ଜନ ଦେଇ ଓ ଆପଣା ମସ୍ତକ ଭୂଷିତ କରି ଝରକା ନିକଟରେ ବାହାରକୁ ଅନାଇଲା।

See the chapter Copy




2 ରାଜାବଳୀ 9:30

Follow us:

Advertisements


Advertisements