2 ରାଜାବଳୀ 9:32 - ପବିତ୍ର ବାଇବଲ32 ଯେହୂ ଝରକା ଆଡ଼େ ମୁଖ ଉଠାଇ କହିଲେ, “କିଏ ମୋ’ ପକ୍ଷରେ ଅଛି?” ଦୁଇ ତିନି ଜଣ ନପୁଂସକ ଯେହୂଙ୍କ ଆଡ଼େ ଗ୍ଭହିଁଲେ। See the chapterପବିତ୍ର ବାଇବଲ (Re-edited) - (BSI)32 ଏଥିରେ ଯେହୂ ଝରକା ଆଡ଼େ ଆପଣା ମୁଖ ଉଠାଇ କହିଲେ, କିଏ ମୋʼ ପକ୍ଷରେ ଅଛି? କିଏ? ତହୁଁ ତାଙ୍କ ଆଡ଼କୁ ଦୁଇ ବା ତିନି ନପୁଂସକ ଅନାଇଲେ। See the chapterଓଡିଆ ବାଇବେଲ32 ଏଥିରେ ଯେହୂ ଝରକା ଆଡ଼େ ଆପଣା ମୁଖ ଉଠାଇ କହିଲେ, “କିଏ ମୋ’ ପକ୍ଷରେ ଅଛି ? କିଏ ?” ତହୁଁ ତାଙ୍କ ଆଡ଼କୁ ଦୁଇ ବା ତିନି ନପୁଂସକ ଅନାଇଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ଏଥିରେ ଯେହୂ ଝରକା ଆଡ଼େ ଆପଣା ମୁଖ ଉଠାଇ କହିଲେ, “କିଏ ମୋʼ ପକ୍ଷରେ ଅଛି? କିଏ?” ତହୁଁ ତାଙ୍କ ଆଡ଼କୁ ଦୁଇ ବା ତିନି ନପୁଂସକ ଅନାଇଲେ। See the chapter |