2 ରାଜାବଳୀ 9:5 - ପବିତ୍ର ବାଇବଲ5 ସେହି ଯୁବା ଉପସ୍ଥିତ ହୋଇ ସେନାପତିମାନେ ବସିଥିବାର ଦେଖିଲେ। ତହୁଁ ଯୁବକ କହିଲେ, “ହେ ସେନାପତି, ମୁଁ ତୁମ୍ଭ ପାଇଁ ଏକ ବାର୍ତ୍ତା ଆଣିଛି।” ତହୁଁ ଯେହୂ କହିଲେ, “ଆମ୍ଭ ସମସ୍ତଙ୍କ ମଧ୍ୟରୁ ତୁମ୍ଭର କାହାଠାରେ କାମ ଅଛି?” ତହିଁରେ ଯୁବକ ଜଣକ କହିଲେ, “ହେ ସେନାପତି, ମୋର ପାଖରେ ତୁମ୍ଭ ପାଇଁ ଏକ ବାର୍ତ୍ତା ଅଛି।” See the chapterପବିତ୍ର ବାଇବଲ (Re-edited) - (BSI)5 ଆଉ ସେ ଉପସ୍ଥିତ ହେବା ବେଳେ ଦେଖ, ସେନାପତିମାନେ ବସିଅଛନ୍ତି; ତହିଁରେ ସେ କହିଲେ, ହେ ସେନାପତି, ତୁମ୍ଭଠାରେ ମୋହର ଏକ କାର୍ଯ୍ୟ ଅଛି। ତହୁଁ ଯେହୂ କହିଲେ, ଆମ୍ଭ ସମସ୍ତଙ୍କ ମଧ୍ୟରୁ କାହାଠାରେ? ତହିଁରେ ସେ କହିଲେ, ହେ ସେନାପତି, ତୁମ୍ଭଠାରେ। See the chapterଓଡିଆ ବାଇବେଲ5 ଆଉ ସେ ଉପସ୍ଥିତ ହେବା ବେଳେ ଦେଖ, ସେନାପତିମାନେ ବସିଅଛନ୍ତି; ତହିଁରେ ସେ କହିଲେ, “ହେ ସେନାପତି, ତୁମ୍ଭଠାରେ ମୋହର ଏକ କାର୍ଯ୍ୟ ଅଛି।” ତହୁଁ ଯେହୂ କହିଲେ, “ଆମ୍ଭ ସମସ୍ତଙ୍କ ମଧ୍ୟରୁ କାହାଠାରେ ?” ତହିଁରେ ସେ କହିଲେ, “ହେ ସେନାପତି, ତୁମ୍ଭଠାରେ।” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଆଉ ସେ ଉପସ୍ଥିତ ହେବା ବେଳେ ଦେଖ, ସେନାପତିମାନେ ବସିଅଛନ୍ତି; ତହିଁରେ ସେ କହିଲେ, “ହେ ସେନାପତି, ତୁମ୍ଭଠାରେ ମୋହର ଏକ କାର୍ଯ୍ୟ ଅଛି।” ତହୁଁ ଯେହୂ କହିଲେ, “ଆମ୍ଭ ସମସ୍ତଙ୍କ ମଧ୍ୟରୁ କାହାଠାରେ?” ତହିଁରେ ସେ କହିଲେ, “ହେ ସେନାପତି, ତୁମ୍ଭଠାରେ।” See the chapter |