2 ରାଜାବଳୀ 9:8 - ପବିତ୍ର ବାଇବଲ8 ତେଣୁ ଆହାବ ବଂଶର ସମସ୍ତେ ବିନଷ୍ଟ ହେବେ, ଏପରିକି ଆହବ ବଂଶର ସମସ୍ତ ପୁଂସନ୍ତାନକୁ ବଦ୍ଧ ହେଉ କି ମୁକ୍ତ ହେଉ ଇସ୍ରାଏଲରେ ବିନାଶ ହେବେ, କେହି ପଳାୟନ କରି ପାରିବେ ନାହିଁ। See the chapterପବିତ୍ର ବାଇବଲ (Re-edited) - (BSI)8 କାରଣ ଆହାବର ସମୁଦାୟ ବଂଶ ବିନଷ୍ଟ ହେବେ ଓ ଆମ୍ଭେ ଇସ୍ରାଏଲ ମଧ୍ୟରେ ଆହାବ ସମ୍ପର୍କୀୟ ପ୍ରତ୍ୟେକ ପୁଂସନ୍ତାନକୁ ଓ ବଦ୍ଧ କି ମୁକ୍ତ ଲୋକକୁ ଉଚ୍ଛିନ୍ନ କରିବା। See the chapterଓଡିଆ ବାଇବେଲ8 କାରଣ ଆହାବର ସମୁଦାୟ ବଂଶ ବିନଷ୍ଟ ହେବେ ଓ ଆମ୍ଭେ ଇସ୍ରାଏଲ ମଧ୍ୟରେ ଆହାବ ସମ୍ପର୍କୀୟ ପ୍ରତ୍ୟେକ ପୁଂସନ୍ତାନକୁ ଓ ବଦ୍ଧ କି ମୁକ୍ତ ଲୋକକୁ ଉଚ୍ଛିନ୍ନ କରିବା। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 କାରଣ ଆହାବର ସମୁଦାୟ ବଂଶ ବିନଷ୍ଟ ହେବେ ଓ ଆମ୍ଭେ ଇସ୍ରାଏଲ ମଧ୍ୟରେ ଆହାବ ସମ୍ପର୍କୀୟ ପ୍ରତ୍ୟେକ ପୁଂସନ୍ତାନକୁ ଓ ବଦ୍ଧ କି ମୁକ୍ତ ଲୋକକୁ ଉଚ୍ଛିନ୍ନ କରିବା। See the chapter |