Online Bible

- Advertisements -




୨ ପିତର 2:5 - ପବିତ୍ର ବାଇବଲ

5 ଅତି ପୂର୍ବକାଳରେ ରହୁଥିବା ମନ୍ଦ ଲୋକଙ୍କୁ ପରମେଶ୍ୱର ଦଣ୍ଡ ଦେଇଥିଲେ। ପରମେଶ୍ୱର ଆପଣା ବିରୋଧୀ ଲୋକମାନଙ୍କ ପାଇଁ ଏକ ପ୍ରଳୟକାରୀ ବନ୍ୟା ଆଣିଥିଲେ। କିନ୍ତୁ ପରମେଶ୍ୱର ନୋହ ଓ ତାହାଙ୍କ ସହ ଅନ୍ୟ ସାତ ଜଣଙ୍କୁ ସେହି ପ୍ରଳୟକାରୀ ବନ୍ୟାରୁ ରକ୍ଷା କରିଥିଲେ। ଲୋକମାନଙ୍କୁ ନୋହ ଉତ୍ତମ ଜୀବନ କାଟିବାକୁ ଉପଦେଶ ଦେଉଥିଲେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

5 ସେ ପୁରାତନ ଜଗତକୁ ମଧ୍ୟ ଛାଡ଼ିଲେ ନାହିଁ, କିନ୍ତୁ କେବଳ ଧର୍ମପ୍ରଚାରକ ନୋହଙ୍କୁ ଅନ୍ୟ ସାତ ଜଣ ସହିତ ରକ୍ଷା କରି ଧର୍ମଭ୍ରଷ୍ଟ ଜଗତରେ ଳଳପ୍ଳାବନ ଘଟାଇଲେ;

See the chapter Copy

ଓଡିଆ ବାଇବେଲ

5 ସେ ପୁରାତନ ଜଗତକୁ ମଧ୍ୟ ଛାଡ଼ିଲେ ନାହିଁ, କିନ୍ତୁ କେବଳ ଧର୍ମପ୍ରଚାରକ ନୋହଙ୍କୁ ଅନ୍ୟ ସାତ ଜଣ ସହିତ ରକ୍ଷା କରି ଧର୍ମଭ୍ରଷ୍ଟ ଜଗତରେ ଜଳପ୍ଳାବନ ଘଟାଇଲେ;

See the chapter Copy

ପବିତ୍ର ବାଇବଲ (CL) NT (BSI)

5 ଈଶ୍ୱର ପୁରାତନ ଜଗତକୁ ସଣ୍ଡ ନ ଦେଇ ଛାଡ଼ି ଦେଇ ନ ଥିଲେ; ଅଧାର୍ମିକ ଜଗତବାସୀଙ୍କ ଉପରେ ଜଳପ୍ଳାବନ ଘଟାଇଥିଲେ। ସେ କେବଳ ଧର୍ମ ପ୍ରଚାର କରୁଥିବା ନୋହ ଓ ଅନ୍ୟ ସାତ ଜଣ ଲୋକଙ୍କୁ ରକ୍ଷା କଲେ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ସେ ପୁରାତନ ଜଗତକୁ ମଧ୍ୟ ଛାଡ଼ିଲେ ନାହିଁ, କିନ୍ତୁ କେବଳ ଧର୍ମପ୍ରଚାରକ ନୋହଙ୍କୁ ଅନ୍ୟ ସାତ ଜଣ ସହିତ ରକ୍ଷା କରି ଧର୍ମଭ୍ରଷ୍ଟ ଜଗତରେ ଜଳପ୍ଳାବନ ଘଟାଇଲେ;

See the chapter Copy




୨ ପିତର 2:5

Follow us:

Advertisements


Advertisements