୨ ପିତର 3:3 - ପବିତ୍ର ବାଇବଲ3 ପ୍ରଥମେ, ଶେଷ ଦିନଗୁଡ଼ିକରେ କ’ଣ କ’ଣ ଘଟିବ, ସେଗୁଡ଼ିକ ବୁଝିବା ତୁମ୍ଭର ଦରକାର। ଲୋକେ ତୁମ୍ଭକୁ ପରିହାସ କରିବେ। ସେମାନେ ନିଜ ଇଚ୍ଛାରେ ମନ୍ଦ କାର୍ଯ୍ୟ କରି ଜୀବନଧାରଣ କରିବେ। See the chapterପବିତ୍ର ବାଇବଲ (Re-edited) - (BSI)3 ପ୍ରଥମେ ଏହା ଜ୍ଞାତ ହୁଅ ଯେ, ଶେଷକାଳରେ ଆପଣା ଆପଣା ଅଭିଳାଷାନୁସାରେ ଆଚରଣକାରୀ ପରିହାସକ ଲୋକେ ଉପସ୍ଥିତ ହୋଇ ପରିହାସ କରି କହିବେ, See the chapterଓଡିଆ ବାଇବେଲ3 ପ୍ରଥମେ ଏହା ଜ୍ଞାତ ହୁଅ ଯେ, ଶେଷକାଳରେ ଆପଣା ଆପଣା ଅଭିଳାଷାନୁସାରେ ଆଚରଣକାରୀ ପରିହାସକ ଲୋକେ ଉପସ୍ଥିତ ହୋଇ ପରିହାସ କରି କହିବେ, See the chapterପବିତ୍ର ବାଇବଲ (CL) NT (BSI)3 ସର୍ବପ୍ରଥମେ ତୁମ୍ଭେମାନେ ଜାଣି ରଖିବା ଉଚିତ ଯେ, ଏହି ଶେଷ ଦିନମାନଙ୍କରେ କେତେକେ କେବଳ ନିଜର କୁପ୍ରବୃତ୍ତି ଦ୍ୱାରା ଚଳିତ ହେବେ; See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପ୍ରଥମେ ଏହା ଜ୍ଞାତ ହୁଅ ଯେ, ଶେଷକାଳରେ ଆପଣା ଆପଣା ଅଭିଳାଷାନୁସାରେ ଆଚରଣକାରୀ ପରିହାସକ ଲୋକେ ଉପସ୍ଥିତ ହୋଇ ପରିହାସ କରି କହିବେ, See the chapter |