2 ଶାମୁୟେଲ 1:2 - ପବିତ୍ର ବାଇବଲ2 ତା'ପରେ ତୃତୀୟ ଦିନ ଶାଉଲଙ୍କର ଛାଉଣିରୁ ଜଣେ ସୈନ୍ୟ ସିକ୍ଳଗ୍କୁ ଆସିଲା। ସେ ଲୋକଟି ଅତ୍ୟନ୍ତ ଦୁଃଖିତ ଥିଲା। ତା'ର ବସ୍ତ୍ର ଚିରି ଯାଇଥିଲା ଏବଂ ତା’ ମୁଣ୍ଡରେ ମାଟି ବୋଳି ହୋଇଥିଲା। ଉକ୍ତ ଲୋକ ଜଣକ ଦାଉଦଙ୍କ ପାଖକୁ ଆସି ଭୂମିଷ୍ଠ ପ୍ରଣାମ କଲା। See the chapterପବିତ୍ର ବାଇବଲ (Re-edited) - (BSI)2 ତୃତୀୟ ଦିନରେ ଏପରି ହେଲା ଯେ, ଦେଖ, ଶାଉଲଙ୍କ ନିକଟରୁ ଛାଉଣି ଭିତରୁ ଜଣେ ଲୋକ ଆପଣା ବସ୍ତ୍ର ଚିରି ଓ ମସ୍ତକରେ ମାଟି ଦେଇ ଆସିଲା; ପୁଣି ସେ ଦାଉଦଙ୍କ ନିକଟରେ ଉପସ୍ଥିତ ହୁଅନ୍ତେ, ଭୂମିରେ ପଡ଼ି ପ୍ରଣାମ କଲା। See the chapterଓଡିଆ ବାଇବେଲ2 ତୃତୀୟ ଦିନରେ ଶାଉଲଙ୍କ ଛାଉଣି ଭିତରୁ ଜଣେ ଲୋକ ଆପଣା ବସ୍ତ୍ର ଚିରି ଓ ମସ୍ତକରେ ମାଟି ଦେଇ ଆସିଲା; ପୁଣି ସେ ଦାଉଦଙ୍କ ନିକଟରେ ଉପସ୍ଥିତ ହୁଅନ୍ତେ, ଭୂମିରେ ପଡ଼ି ପ୍ରଣାମ କଲା। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ତୃତୀୟ ଦିନରେ ଶାଉଲଙ୍କ ଛାଉଣି ଭିତରୁ ଜଣେ ଲୋକ ଆପଣା ବସ୍ତ୍ର ଚିରି ଓ ମସ୍ତକରେ ମାଟି ଦେଇ ଆସିଲା; ପୁଣି ସେ ଦାଉଦଙ୍କ ନିକଟରେ ଉପସ୍ଥିତ ହୁଅନ୍ତେ, ଭୂମିରେ ପଡ଼ି ପ୍ରଣାମ କଲା। See the chapter |