2 ଶାମୁୟେଲ 10:3 - ପବିତ୍ର ବାଇବଲ3 କିନ୍ତୁ ଅମ୍ମୋନୀୟ ଅଧିକାରୀଗଣ ହାନୂନ୍କୁ କହିଲେ, “ତୁମ୍ଭେ ଭାବୁଛ କି ତୁମ୍ଭକୁ ସାନ୍ତ୍ୱନା ଦେବା ପାଇଁ ଓ ତୁମ୍ଭର ପିତାଙ୍କୁ ସମ୍ମାନ ଦେବା ପାଇଁ ଏହି ଲୋକମାନଙ୍କୁ ଦାଉଦ ପଠାଇଛନ୍ତି? ଦାଉଦ ନଗରକୁ ଆକ୍ରମଣ କରିବା ପୂର୍ବରୁ ସେମାନଙ୍କୁ ନିରୀକ୍ଷଣ କରିବାକୁ ପଠାଇଛନ୍ତି।” See the chapterପବିତ୍ର ବାଇବଲ (Re-edited) - (BSI)3 ମାତ୍ର ଅମ୍ମୋନ-ସନ୍ତାନଗଣର ଅଧିପତିମାନେ ସେମାନଙ୍କ ପ୍ରଭୁ ହାନୂନ୍କୁ କହିଲେ, ଦାଉଦ ଆପଣଙ୍କ ନିକଟକୁ ସାନ୍ତ୍ଵନାକାରୀମାନଙ୍କୁ ପଠାଇଅଛି ବୋଲି ସେ ଯେ ଆପଣଙ୍କ ପିତାଙ୍କର ସମ୍ଭ୍ରମ କରୁଅଛି, ଏହା କି ଆପଣ ବିଚାର କରନ୍ତି? ଦାଉଦ କି ନଗର ଅନୁସନ୍ଧାନ କରିବା ଅଭିପ୍ରାୟରେ ତହିଁରେ ଭ୍ରମଣ କରିବାକୁ ଓ ତାହା ନାଶ କରିବାକୁ ଆପଣା ଦାସମାନଙ୍କୁ ତୁମ୍ଭ କତିକି ପଠାଇ ନାହିଁ? See the chapterଓଡିଆ ବାଇବେଲ3 ମାତ୍ର ଅମ୍ମୋନ-ସନ୍ତାନଗଣର ଅଧିପତିମାନେ ସେମାନଙ୍କ ପ୍ରଭୁ ହାନୂନ୍କୁ କହିଲେ, “ଦାଉଦ ଆପଣଙ୍କ ନିକଟକୁ ସାନ୍ତ୍ୱନାକାରୀମାନଙ୍କୁ ପଠାଇଅଛି ବୋଲି ସେ ଯେ ଆପଣଙ୍କ ପିତାଙ୍କର ସମ୍ଭ୍ରମ କରୁଅଛି, ଏହା କି ଆପଣ ବିଚାର କରନ୍ତି ? ଦାଉଦ କି ନଗର ଅନୁସନ୍ଧାନ କରିବା ଅଭିପ୍ରାୟରେ ତହିଁରେ ଭ୍ରମଣ କରିବାକୁ ଓ ତାହା ନାଶ କରିବାକୁ ଆପଣା ଦାସମାନଙ୍କୁ ତୁମ୍ଭ କତିକି ପଠାଇ ନାହିଁ ?” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ମାତ୍ର ଅମ୍ମୋନ-ସନ୍ତାନଗଣର ଅଧିପତିମାନେ ସେମାନଙ୍କ ପ୍ରଭୁ ହାନୂନ୍କୁ କହିଲେ, “ଦାଉଦ ଆପଣଙ୍କ ନିକଟକୁ ସାନ୍ତ୍ୱନାକାରୀମାନଙ୍କୁ ପଠାଇଅଛି ବୋଲି ସେ ଯେ ଆପଣଙ୍କ ପିତାଙ୍କର ସମ୍ଭ୍ରମ କରୁଅଛି, ଏହା କି ଆପଣ ବିଚାର କରନ୍ତି? ଦାଉଦ କି ନଗର ଅନୁସନ୍ଧାନ କରିବା ଅଭିପ୍ରାୟରେ ତହିଁରେ ଭ୍ରମଣ କରିବାକୁ ଓ ତାହା ନାଶ କରିବାକୁ ଆପଣା ଦାସମାନଙ୍କୁ ତୁମ୍ଭ କତିକି ପଠାଇ ନାହିଁ?” See the chapter |