2 ଶାମୁୟେଲ 10:5 - ପବିତ୍ର ବାଇବଲ5 ଏହି ଲୋକମାନଙ୍କୁ ପରେ ଦାଉଦ କହିଲେ ଓ ସେ ସେମାନଙ୍କୁ ଭେଟିବା ପାଇଁ ପୁରୁଷମାନଙ୍କୁ ପଠାଇଲେ, କାରଣ ସେମାନେ ଅତି ଲଜ୍ଜିତ ହୋଇଥିଲେ। ରାଜା ସେମାନଙ୍କୁ କହିଲେ, “ତୁମ୍ଭର ଦାଢ଼ି ବଢ଼ିବା ପର୍ଯ୍ୟନ୍ତ ତୁମ୍ଭେମାନେ ଯିରୀହୋରେ ଥାଅ। ଏହା ପରେ ଯିରୁଶାଲମକୁ ଫେରି ଆସିବ।” See the chapterପବିତ୍ର ବାଇବଲ (Re-edited) - (BSI)5 ତହୁଁ ସେମାନେ ଦାଉଦଙ୍କୁ ଏହା ଜ୍ଞାତ କରାନ୍ତେ, ସେ ସେମାନଙ୍କୁ ଭେଟିବା ପାଇଁ ଲୋକ ପଠାଇଲେ; କାରଣ ସେମାନେ ଅତିଶୟ ଲଜ୍ଜିତ ଥିଲେ। ପୁଣି ରାଜା କହିଲେ, ତୁମ୍ଭମାନଙ୍କ ଦାଢ଼ି ବଢ଼ିବା ପର୍ଯ୍ୟନ୍ତ ଯିରୀହୋରେ ଥାଅ, ତହିଁ ଉତ୍ତାରେ ଫେରି ଆସିବ। See the chapterଓଡିଆ ବାଇବେଲ5 ତହୁଁ ସେମାନେ ଦାଉଦଙ୍କୁ ଏହା ଜ୍ଞାତ କରାନ୍ତେ, ସେ ସେମାନଙ୍କୁ ଭେଟିବା ପାଇଁ ଲୋକ ପଠାଇଲେ; କାରଣ ସେମାନେ ଅତିଶୟ ଲଜ୍ଜିତ ଥିଲେ। ପୁଣି ରାଜା କହିଲେ, “ତୁମ୍ଭମାନଙ୍କ ଦାଢ଼ି ବଢ଼ିବା ପର୍ଯ୍ୟନ୍ତ ଯିରୀହୋ ନଗରରେ ଥାଅ, ତହିଁ ଉତ୍ତାରେ ଫେରି ଆସିବ।” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ତହୁଁ ସେମାନେ ଦାଉଦଙ୍କୁ ଏହା ଜ୍ଞାତ କରାନ୍ତେ, ସେ ସେମାନଙ୍କୁ ଭେଟିବା ପାଇଁ ଲୋକ ପଠାଇଲେ; କାରଣ ସେମାନେ ଅତିଶୟ ଲଜ୍ଜିତ ଥିଲେ। ପୁଣି ରାଜା କହିଲେ, “ତୁମ୍ଭମାନଙ୍କ ଦାଢ଼ି ବଢ଼ିବା ପର୍ଯ୍ୟନ୍ତ ଯିରୀହୋ ନଗରରେ ଥାଅ, ତହିଁ ଉତ୍ତାରେ ଫେରି ଆସିବ।” See the chapter |