Online Bible

- Advertisements -




2 ଶାମୁୟେଲ 10:9 - ପବିତ୍ର ବାଇବଲ

9 ଯୋୟାବ ନିଜ ଆଗେ ଶତ୍ରୁମାନଙ୍କୁ ଦେଖିଲେ, ତେଣୁ ସେ ଇସ୍ରାଏଲର କୁଶଳୀ ଯୋଦ୍ଧାମାନଙ୍କୁ ମନୋନୀତ କଲେ ଏବଂ ସେମାନଙ୍କୁ ଅରାମୀୟମାନଙ୍କ ବିରୁଦ୍ଧରେ ପ୍ରସ୍ତୁତ କଲେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

9 ଏହିରୂପେ ଯୋୟାବ ଆପଣା ବିରୁଦ୍ଧରେ ଆଗେ ଓ ପଛେ ଯୁଦ୍ଧ ସଜ୍ଜିତ ହେବାର ଦେଖି ଇସ୍ରାଏଲର ସମୁଦାୟ ବଛା ଲୋକ ମଧ୍ୟରୁ ଲୋକ ବାଛି ଅରାମୀୟମାନଙ୍କ ବିରୁଦ୍ଧରେ ସୈନ୍ୟ ସଜାଇଲା।

See the chapter Copy

ଓଡିଆ ବାଇବେଲ

9 ଏହିରୂପେ ଯୋୟାବ ଆପଣା ବିରୁଦ୍ଧରେ ଆଗେ ଓ ପଛେ ଯୁଦ୍ଧ ପ୍ରସ୍ତୁତ ହେବାର ଦେଖି ଇସ୍ରାଏଲର ସମୁଦାୟ ବଛା ଲୋକ ମଧ୍ୟରୁ ଲୋକ ବାଛି ଅରାମୀୟମାନଙ୍କ ବିରୁଦ୍ଧରେ ସୈନ୍ୟ ସଜାଇଲା।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଏହିରୂପେ ଯୋୟାବ ଆପଣା ବିରୁଦ୍ଧରେ ଆଗେ ଓ ପଛେ ଯୁଦ୍ଧ ପ୍ରସ୍ତୁତ ହେବାର ଦେଖି ଇସ୍ରାଏଲର ସମୁଦାୟ ବଛା ଲୋକ ମଧ୍ୟରୁ ଲୋକ ବାଛି ଅରାମୀୟମାନଙ୍କ ବିରୁଦ୍ଧରେ ସୈନ୍ୟ ସଜାଇଲା।

See the chapter Copy




2 ଶାମୁୟେଲ 10:9

Follow us:

Advertisements


Advertisements