2 ଶାମୁୟେଲ 12:27 - ପବିତ୍ର ବାଇବଲ27 ଯୋୟାବ ଦାଉଦଙ୍କ ନିକଟକୁ ଦୂତଗଣ ସହିତ ଏହି ବାର୍ତ୍ତା ପଠାଇଲେ: “ମୁଁ ରବ୍ବା ବିରୁଦ୍ଧରେ ଯୁଦ୍ଧ କରିଛି ଏବଂ ଏହାର ଜଳ ଯୋଗାଣକୁ ସୁରକ୍ଷା ଦେଉଥିବା ଦୁର୍ଗକୁ ଅକ୍ତିଆର କରିଛି। See the chapterପବିତ୍ର ବାଇବଲ (Re-edited) - (BSI)27 ପୁଣି ଯୋୟାବ ଦାଉଦଙ୍କ ନିକଟକୁ ଦୂତଗଣ ପଠାଇ କହିଲା, ମୁଁ ରବ୍ବା ପ୍ରତିକୂଳରେ ଯୁଦ୍ଧ କରିଅଛି, ଆହୁରି ଜଳନଗର ହସ୍ତଗତ କରିଅଛି। See the chapterଓଡିଆ ବାଇବେଲ27 ପୁଣି ଯୋୟାବ ଦାଉଦଙ୍କ ନିକଟକୁ ଦୂତଗଣ ପଠାଇ କହିଲା, “ମୁଁ ରବ୍ବା ବିରୁଦ୍ଧରେ ଯୁଦ୍ଧ କରିଅଛି, ଆହୁରି ଜଳନଗର ଅଧିକାର କରିଅଛି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ପୁଣି ଯୋୟାବ ଦାଉଦଙ୍କ ନିକଟକୁ ଦୂତଗଣ ପଠାଇ କହିଲା, “ମୁଁ ରବ୍ବା ବିରୁଦ୍ଧରେ ଯୁଦ୍ଧ କରିଅଛି, ଆହୁରି ଜଳନଗର ଅଧିକାର କରିଅଛି। See the chapter |