2 ଶାମୁୟେଲ 12:7 - ପବିତ୍ର ବାଇବଲ7 ନାଥନ ଦାଉଦଙ୍କୁ କହିଲେ, “ତୁମ୍ଭେ ହେଉଛ ସେହି ଧନୀ ଲୋକ, ଯାହାକି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହିକଥା କହିଛନ୍ତି, ‘ମୁଁ ତୁମ୍ଭକୁ ଇସ୍ରାଏଲର ରାଜା କରିବାକୁ ପସନ୍ଦ କଲି। ମୁଁ ତୁମ୍ଭକୁ ଶାଉଲଠାରୁ ରକ୍ଷା କଲି। See the chapterପବିତ୍ର ବାଇବଲ (Re-edited) - (BSI)7 ଏଥିରେ ନାଥନ ଦାଉଦଙ୍କୁ କହିଲେ, ସେହି ବ୍ୟକ୍ତି ତ ତୁମ୍ଭେ। ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ଆମ୍ଭେ ତୁମ୍ଭକୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କଲୁ, ଆମ୍ଭେ ତୁମ୍ଭକୁ ଶାଉଲ ହସ୍ତରୁ ରକ୍ଷା କଲୁ; See the chapterଓଡିଆ ବାଇବେଲ7 ଏଥିରେ ନାଥନ ଦାଉଦଙ୍କୁ କହିଲେ, “ସେହି ବ୍ୟକ୍ତି ତ ତୁମ୍ଭେ। ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଆମ୍ଭେ ତୁମ୍ଭକୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କଲୁ, ଆମ୍ଭେ ତୁମ୍ଭକୁ ଶାଉଲଙ୍କ ହସ୍ତରୁ ରକ୍ଷା କଲୁ; See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଏଥିରେ ନାଥନ ଦାଉଦଙ୍କୁ କହିଲେ, “ସେହି ବ୍ୟକ୍ତି ତ ତୁମ୍ଭେ। ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଆମ୍ଭେ ତୁମ୍ଭକୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କଲୁ, ଆମ୍ଭେ ତୁମ୍ଭକୁ ଶାଉଲଙ୍କ ହସ୍ତରୁ ରକ୍ଷା କଲୁ; See the chapter |