Online Bible

- Advertisements -




2 ଶାମୁୟେଲ 12:9 - ପବିତ୍ର ବାଇବଲ

9 ତେଣୁ ତୁମ୍ଭେ କାହିଁକି ସଦାପ୍ରଭୁଙ୍କର ଆଦେଶକୁ ଅବଜ୍ଞା କଲ? ସେ ଯାହା ଭୁଲ୍ ବୋଲି କହନ୍ତି ତୁମ୍ଭେ ତାହା କାହିଁକି କଲ? ତୁମ୍ଭେ ହିତ୍ତୀୟ ଊରିୟକୁ ମାରି ତା’ ସ୍ତ୍ରୀକୁ ତୁମ୍ଭେ ସ୍ତ୍ରୀ କରିଅଛ। ତୁମ୍ଭେ ଅମ୍ମୋନୀୟମାନଙ୍କ ଖଣ୍ତାଦ୍ୱାରା ଊରିୟକୁ ମାରି ଅଛ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

9 ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା କରିବା ପାଇଁ ତୁମ୍ଭେ କାହିଁକି ତାହାଙ୍କ ବାକ୍ୟ ତୁଚ୍ଛ କଲ? ତୁମ୍ଭ ଖଡ଼୍‍ଗ ଦ୍ଵାରା ହିତ୍ତୀୟ ଊରୀୟକୁ ମାରିଅଛ ଓ ତାହାର ଭାର୍ଯ୍ୟାକୁ ତୁମ୍ଭର ଭାର୍ଯ୍ୟା ହେବା ପାଇଁ ନେଇଅଛ, ପୁଣି ଅମ୍ମୋନ୍-ସନ୍ତାନଗଣର ଖଡ଼୍‍ଗ ଦ୍ଵାରା ଊରୀୟକୁ ବଧ କରିଅଛ।

See the chapter Copy

ଓଡିଆ ବାଇବେଲ

9 ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା କରିବା ପାଇଁ ତୁମ୍ଭେ କାହିଁକି ତାହାଙ୍କ ବାକ୍ୟ ତୁଚ୍ଛ କଲ ? ତୁମ୍ଭେ ଖଡ୍ଗ ଦ୍ୱାରା ହିତ୍ତୀୟ ଊରୀୟକୁ ମାରିଅଛ ଓ ତାହାର ଭାର୍ଯ୍ୟାକୁ ତୁମ୍ଭର ଭାର୍ଯ୍ୟା ହେବା ପାଇଁ ନେଇଅଛ, ପୁଣି ଅମ୍ମୋନ ସନ୍ତାନଗଣର ଖଡ୍ଗ ଦ୍ୱାରା ଊରୀୟକୁ ବଧ କରିଅଛ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା କରିବା ପାଇଁ ତୁମ୍ଭେ କାହିଁକି ତାହାଙ୍କ ବାକ୍ୟ ତୁଚ୍ଛ କଲ? ତୁମ୍ଭେ ଖଡ୍ଗ ଦ୍ୱାରା ହିତ୍ତୀୟ ଊରୀୟକୁ ମାରିଅଛ ଓ ତାହାର ଭାର୍ଯ୍ୟାକୁ ତୁମ୍ଭର ଭାର୍ଯ୍ୟା ହେବା ପାଇଁ ନେଇଅଛ, ପୁଣି ଅମ୍ମୋନ-ସନ୍ତାନଗଣର ଖଡ୍ଗ ଦ୍ୱାରା ଊରୀୟକୁ ବଧ କରିଅଛ।

See the chapter Copy




2 ଶାମୁୟେଲ 12:9

Follow us:

Advertisements


Advertisements