2 ଶାମୁୟେଲ 13:17 - ପବିତ୍ର ବାଇବଲ17 ତା'ପରେ ଅମ୍ନୋନ ତା'ର ଦାସକୁ ଡାକି କହିଲା, “ଏହାକୁ ମୋ’ ପାଖରୁ ବାହାର କରିଦିଅ, ଏବଂ କବାଟ ବନ୍ଦ କରିଦିଅ।” See the chapterପବିତ୍ର ବାଇବଲ (Re-edited) - (BSI)17 ଏଥିରେ ଅମ୍ନୋନ ଆପଣା ସେବାକାରୀ ଯୁବାକୁ ଡାକି କହିଲା, ଏଟାକୁ ଆମ୍ଭ କତିରୁ ବାହାର କରି ତାହା ପଛେ କବାଟରେ ଅର୍ଗଳ ଦିଅ। See the chapterଓଡିଆ ବାଇବେଲ17 ଏଥିରେ ଅମ୍ନୋନ ଆପଣା ସେବାକାରୀ ଯୁବାକୁ ଡାକି କହିଲା, “ତାମରକୁ ଆମ୍ଭ ନିକଟରୁ ବାହାର କରି କବାଟରେ ଅର୍ଗଳ ଦିଅ।” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଏଥିରେ ଅମ୍ନୋନ ଆପଣା ସେବାକାରୀ ଯୁବାକୁ ଡାକି କହିଲା, “ତାମରକୁ ଆମ୍ଭ ନିକଟରୁ ବାହାର କରି କବାଟରେ ଅର୍ଗଳ ଦିଅ।” See the chapter |