2 ଶାମୁୟେଲ 13:3 - ପବିତ୍ର ବାଇବଲ3 ଅମ୍ନୋନର ଯୋନାଦବ୍ ନାମକ ଜଣେ ଚତୁର ବନ୍ଧୁ ଥିଲା, ଯିଏ କି ଶିମିୟର ପୁତ୍ର। ଶିମିୟ ଦାଉଦଙ୍କର ଭାଇ ଥିଲା। See the chapterପବିତ୍ର ବାଇବଲ (Re-edited) - (BSI)3 ମାତ୍ର ଦାଉଦଙ୍କର ଭ୍ରାତା ଶିମୀୟର ପୁତ୍ର ଯୋନାଦବ୍ ନାମରେ ଅମ୍ନୋନର ଜଣେ ବନ୍ଧୁ ଥିଲା; ସେହି ଯୋନାଦବ୍ ଅତି ଚତୁର। See the chapterଓଡିଆ ବାଇବେଲ3 ମାତ୍ର ଦାଉଦଙ୍କର ଭ୍ରାତା ଶିମୀୟର ପୁତ୍ର ଯୋନାଦବ୍ ନାମରେ ଅମ୍ନୋନର ଜଣେ ବନ୍ଧୁ ଥିଲା; ସେହି ଯୋନାଦବ୍ ଅତି ଚତୁର। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ମାତ୍ର ଦାଉଦଙ୍କର ଭ୍ରାତା ଶିମୀୟର ପୁତ୍ର ଯୋନାଦବ୍ ନାମରେ ଅମ୍ନୋନର ଜଣେ ବନ୍ଧୁ ଥିଲା; ସେହି ଯୋନାଦବ୍ ଅତି ଚତୁର। See the chapter |