Online Bible

- Advertisements -




2 ଶାମୁୟେଲ 13:32 - ପବିତ୍ର ବାଇବଲ

32 ସେତେବେଳେ ଦାଉଦଙ୍କର ଭାଇ ଶିମିୟର ପୁତ୍ର ଯୋନାଦବ୍ ପହଞ୍ଚିଲା ଓ କହିଲା, “ନା! ସମସ୍ତଙ୍କୁ ହତ୍ୟା କରାଯାଇ ନାହିଁ। ମାତ୍ର ଅମ୍ନୋନକୁ ହତ୍ୟା କରାଗଲା। ଅମ୍ନୋନ ତାମରକୁ ଧର୍ଷଣ କରିବା ଦିନଠାରୁ ଅବଶାଲୋମ ଏହି ଷଡ଼ଯନ୍ତ୍ର କରି ଆସୁଅଛି।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

32 ସେତେବେଳେ ଦାଉଦଙ୍କର ଭ୍ରାତା ଶିମୀୟର ପୁତ୍ର ଯୋନାଦବ୍ ଉତ୍ତର ଦେଇ କହିଲା, ସେମାନେ ରାଜକୁମାର ସମସ୍ତଙ୍କୁ ବଧ କରିଅଛନ୍ତି ବୋଲି ମୋହର ପ୍ରଭୁ ବୋଧ ନ କରନ୍ତୁ; କେବଳ ଅମ୍ନୋନ ମରିଅଛି, କାରଣ ଅବଶାଲୋମର ଭଗିନୀ ତାମରକୁ ଅମ୍ନୋନ ବଳାତ୍କାର କରିବା ଦିନାବଧି ଅବଶାଲୋମର ମୁଖରେ ଏହା ସ୍ଥିରୀକୃତ ହୋଇଥିଲା।

See the chapter Copy

ଓଡିଆ ବାଇବେଲ

32 ସେତେବେଳେ ଦାଉଦଙ୍କର ଭ୍ରାତା ଶିମୀୟର ପୁତ୍ର ଯୋନାଦବ୍‍ ଉତ୍ତର ଦେଇ କହିଲା, “ସେମାନେ ରାଜକୁମାର ସମସ୍ତଙ୍କୁ ବଧ କରିଅଛନ୍ତି ବୋଲି ମୋହର ପ୍ରଭୁ ବୋଧ ନ କରନ୍ତୁ; କେବଳ ଅମ୍ନୋନ ମରିଅଛି, କାରଣ ଅବଶାଲୋମର ଭଗିନୀ ତାମରକୁ ଅମ୍ନୋନ ବଳାତ୍କାର କରିବା ଦିନାବଧି ଅବଶାଲୋମର ମୁଖରେ ଏହା ସ୍ଥିରୀକୃତ ହୋଇଥିଲା।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ସେତେବେଳେ ଦାଉଦଙ୍କର ଭ୍ରାତା ଶିମୀୟର ପୁତ୍ର ଯୋନାଦବ୍‍ ଉତ୍ତର ଦେଇ କହିଲା, “ସେମାନେ ରାଜକୁମାର ସମସ୍ତଙ୍କୁ ବଧ କରିଅଛନ୍ତି ବୋଲି ମୋହର ପ୍ରଭୁ ବୋଧ ନ କରନ୍ତୁ; କେବଳ ଅମ୍ନୋନ ମରିଅଛି, କାରଣ ଅବଶାଲୋମର ଭଗିନୀ ତାମରକୁ ଅମ୍ନୋନ ବଳାତ୍କାର କରିବା ଦିନାବଧି ଅବଶାଲୋମର ମୁଖରେ ଏହା ସ୍ଥିରୀକୃତ ହୋଇଥିଲା।

See the chapter Copy




2 ଶାମୁୟେଲ 13:32

Follow us:

Advertisements


Advertisements