Online Bible

- Advertisements -




2 ଶାମୁୟେଲ 13:4 - ପବିତ୍ର ବାଇବଲ

4 ସେ ଅମ୍ନୋନକୁ ପଗ୍ଭରିଲା, “ତୁମ୍ଭେ କାହିଁକି ଦିନକୁ ଦିନ ଏପରି କ୍ଷୀଣ ହୋଇ ଯାଉଛ। ତୁମ୍ଭେ ମୋତେ କ’ଣ ତାହା କହିବ ନାହିଁ?” ତା'ପରେ ଅମ୍ନୋନ କହିଲା, “ମୁଁ ଅବଶାଲୋମର ଭଉଣୀ ତାମରକୁ ଭଲ ପାଏ।”

See the chapter Copy

ପବିତ୍ର ବାଇବଲ (Re-edited) - (BSI)

4 ଏଣୁ ସେ ଅମ୍ନୋନକୁ ପଚାରିଲା, ହେ ରାଜପୁତ୍ର, ତୁମ୍ଭେ କାହିଁକି ଦିନକୁ ଦିନ ଏପରି କ୍ଷୀଣ ହୋଇ ଯାଉଅଛ; ମୋତେ କʼଣ ତାହା କହିବ ନାହିଁ? ଏଥିରେ ଅମ୍ନୋନ ତାହାକୁ କହିଲା, ମୁଁ ମୋର ଭ୍ରାତା ଅବଶାଲୋମର ଭଗିନୀ ତାମର ପ୍ରତି କାମାସକ୍ତ ଅଟେ।

See the chapter Copy

ଓଡିଆ ବାଇବେଲ

4 ଏଣୁ ଯୋନାଦବ୍‍ ଅମ୍ନୋନକୁ କହିଲା, “ହେ ରାଜପୁତ୍ର, ତୁମ୍ଭେ କାହିଁକି ଦିନକୁ ଦିନ ଏପରି କ୍ଷୀଣ ହୋଇ ଯାଉଅଛ; ମୋତେ କ’ଣ ତାହା କହିବ ନାହିଁ ?” ଏଥିରେ ଅମ୍ନୋନ ତାହାକୁ କହିଲା, “ମୁଁ ମୋର ଭ୍ରାତା ଅବଶାଲୋମର ଭଉଣୀ ତାମର ପ୍ରତି କାମାସକ୍ତ ଅଟେ।”

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଏଣୁ ଯୋନାଦବ୍‍ ଅମ୍ନୋନକୁ କହିଲା, “ହେ ରାଜପୁତ୍ର, ତୁମ୍ଭେ କାହିଁକି ଦିନକୁ ଦିନ ଏପରି କ୍ଷୀଣ ହୋଇ ଯାଉଅଛ; ମୋତେ କʼଣ ତାହା କହିବ ନାହିଁ?” ଏଥିରେ ଅମ୍ନୋନ ତାହାକୁ କହିଲା, “ମୁଁ ମୋର ଭ୍ରାତା ଅବଶାଲୋମର ଭଉଣୀ ତାମର ପ୍ରତି କାମାସକ୍ତ ଅଟେ।”

See the chapter Copy




2 ଶାମୁୟେଲ 13:4

Follow us:

Advertisements


Advertisements