2 ଶାମୁୟେଲ 13:8 - ପବିତ୍ର ବାଇବଲ8 ଯେତେବେଳେ ତାମର ଆପଣା ଭାଇ ଅମ୍ନୋନର ଗୃହକୁ ଗଲା, ସେତେବେଳେ ସେ ଶଯ୍ୟାରେ ଥିଲା। ତେଣୁ ତାମର ଚକଟା ମଇଦା ନେଇ ଦଳି ଅମ୍ନୋନ ଦେଖୁଥିବା ବେଳେ ପିଠା ପ୍ରସ୍ତୁତ କରି ତାକୁ ପାକ କଲା। See the chapterପବିତ୍ର ବାଇବଲ (Re-edited) - (BSI)8 ତହିଁରେ ତାମର ଆପଣା ଭାଇ ଅମ୍ନୋନର ଗୃହକୁ ଗଲା; ସେତେବେଳେ ସେ ଶଯ୍ୟାରେ ଥିଲା। ତହୁଁ ତାମର ଚକଟା ମଇଦା ନେଇ ଦଳି ତାହା ଆଗରେ ପିଠା ପ୍ରସ୍ତୁତ କରି ତାହା ପାକ କଲା। See the chapterଓଡିଆ ବାଇବେଲ8 ତହିଁରେ ତାମର ଆପଣା ଭାଇ ଅମ୍ନୋନର ଗୃହକୁ ଗଲା; ସେତେବେଳେ ସେ ଶଯ୍ୟାରେ ଥିଲା। ତହୁଁ ତାମର ଚକଟା ମଇଦା ନେଇ ଦଳି ତାହା ଆଗରେ ରୁଟି ପ୍ରସ୍ତୁତ କରି ତାହା ସେକିଲା। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ତହିଁରେ ତାମର ଆପଣା ଭାଇ ଅମ୍ନୋନର ଗୃହକୁ ଗଲା; ସେତେବେଳେ ସେ ଶଯ୍ୟାରେ ଥିଲା। ତହୁଁ ତାମର ଚକଟା ମଇଦା ନେଇ ଦଳି ତାହା ଆଗରେ ରୁଟି ପ୍ରସ୍ତୁତ କରି ତାହା ସେକିଲା। See the chapter |